ପଲିଥିନ୍‌ ଧରପଗଡ଼ ଜୋରଦାର, ଜରିମାନା ଆଦାୟ

ବୁଗୁଡ଼ା,୨୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ ସହରରେ ପଲିଥିନ ଧରପଗଡ଼ ଜୋରଦାର ହୋଇଛି। ସ୍ଥାନୀୟ ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ରଶ୍ମୀରଞ୍ଜନ ଦାସଙ୍କ ନେତୃତ୍ୱରେ ସହରର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ବ୍ୟବହୃତ କରାଯାଉଥିବା ପଲିଥିନ ଧରପଗଡ଼ କରାଯାଇ ଦୋକାନୀମାନଙ୍କଠାରୁ ପଲିଥିନ ଜବତ କରାଯାଇଛି। ଦୋକାନୀଙ୍କଠାରୁ ୨ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଏଥିସହ ପଲିଥିନ୍‌ ବ୍ୟବହାର ନ କରିବା ପାଇଁ ସଚେତନ କରାଯାଇଥିଲା। ଏହି ସ୍କ୍ବାଡରେ ଜଗଦୀଶ ପଣ୍ଡା, ସନ୍ତୋଷ କୁମାର ପଣ୍ଡା, ରାମକୃଷ୍ଟ ପଟ୍ଟନାୟକ, ବିରଞ୍ଚି ନାରାଯଣ ପାତ୍ର, ସୁଶାନ୍ତ କୁମାର ଜେନା, ମୁନା ଗୌଡ଼,ରଞ୍ଜନ କୁମାର ପ୍ରଧାନ ପ୍ରମୁଖ କର୍ମଚାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଲ୍‌ମେଟ ଯାଞ୍ଚ ବେଳେ ବ୍ରାଉନସୁଗାର ଜବତ

ଭଦ୍ରକ ଅଫିସ, ୨୨ା୫: ଭଦ୍ରକରେ ଧଳାଜହର କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦୁଇଦିନ ତଳେ ଅନ୍ନପାଳ ଛକରେ ହେଲ୍‌ମେଟ ଯାଞ୍ଚ ବେଳେ ଗ୍ରାମାଞ୍ଚଳ...

ଗ୍ଲୋରି କୁଇନ୍‌ ମୁକୁଟ ପିିନ୍ଧିଲେ ପୂଜା ବିଶ୍ବାସ

ପୁରୀ ଅଫିସ,୨୩ା୧:ଶ୍ରୀକ୍ଷେତ୍ରର ଯୁବ ସାଂସ୍କୃତିକ ଅନୁଷ୍ଠାନ ଜାତୀୟ ଯୁବ ସମନ୍ବିତ କେନ୍ଦ୍ର ଆନୁକୂଲ୍ୟରେ ୩ଦିନ ଧରି ବେଳାଭୂମିରେ ଚାଲିଥିବା ‘ଗ୍ଲୋରି ଫେଷ୍ଟ-୨୦୨୩’ ରବିବାର ଉଦ୍‌ଯାପିତ ହୋଇଛି।...

ବାଙ୍କୀ ଡବଲ୍‌ ମର୍ଡର ଘଟଣା: ଅଭିଯୁକ୍ତ ଜିତେନ୍ଦ୍ର ଗିରଫ

କଟକ ଅଫିସ/ବାଙ୍କୀ(ସ୍ବ.ପ୍ର)୨୧।୨: ବହୁ ଚର୍ଚ୍ଚିତ ବାଙ୍କୀ ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ...

ଦାରିଙ୍ଗବାଡ଼ିରେ ସ୍ବଚ୍ଛ ଭାରତ ମିଶନ ଫେଲ: ବସ୍‌ଷ୍ଟାଣ୍ଡ ଅଞ୍ଚଳ ପୂତିିଗନ୍ଧରେ ନାକ ଫାଟିପଡ଼ୁଛି

ଦାରିଙ୍ଗବାଡ଼ି,୨୬।୫(ଡି.ଏନ.ଏ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଦୈନିକ ଶହ ଶହ ପର୍ଯ୍ୟଟକ ଆସୁଛନ୍ତି। ଏହାକୁ ସରସ ସୁନ୍ଦର କରିବାକୁ ବହୁବାର ବୈଠକ ବସୁଛି ହେଲେ ଏବେ ଉକ୍ତ...

ଚଣ୍ଡିଆ ପାହାଡ଼ରେ ବେଆଇନ ଖନନ

ଚଣ୍ଡିଖୋଲ,୧୮ା୧୦(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ବୌଦ୍ଧ ପୀଠ ଉଦୟଗିରି, ଲଳିତଗିରି ଓ ରନତ୍ଗିରି ହୀରକ ତ୍ରିଭୂଜ ରୁପେ ପରିଚିତ। ବିଶ୍ୱ ମାନଚିତ୍ରରେ ହୀରକ ତ୍ରିଭୂଜ ସ୍ଥାନ ପାଇବା...

ବସ୍‌-ଟ୍ରକ୍‌ ଧକ୍କା: ୩୦ ଆହତ, ୬ ଗୁରୁତର

ରଣପୁର/ଟାଙ୍ଗୀ,୧।୨(ସ୍ବ.ପ୍ର./ଡି.ଏନ୍‌.ଏ.): ନୟାଗଡ ଜିଲା ଚାନ୍ଦପୁର ଥାନା ୧୬ ନମ୍ବର ଜାତୀୟ ରାଜପଥର ବେଣ୍ଟଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଟ୍ରକ ସହ ବସ୍‌ର ମୁହାଁମୁହିଁ ଧକ୍କା...

ଖୋର୍ଦ୍ଧାକୁ ବଜ୍ରକାପ୍ତା ଚୋରାଚାଲାଣ: ୨ ଗିରଫ

ଢେଙ୍କାନାଳ ଅଫିସ,୧।୧୨: ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟରୁ ମଙ୍ଗଳବର ସକାଳେ ବଜ୍ରକାପ୍ତା ଚାଲାଣ ହେଉଥିବା ବେଳେ କପିଳାସ ରେଞ୍ଜ ବନ କର୍ମଚାରୀ ୨ ଜଣଙ୍କୁ ଗିରଫ...

ଜାତୀୟ କିକ୍‌ ବକ୍ସିଂରେ ଚମକିଲେ ଢେଙ୍କାନାଳର କ୍ରୀଡ଼ାବିତ୍‌

ଢେଙ୍କାନାଳ ଅଫିସ, ୩୦ା୭ ହରିୟାଣାର ରୋହତକରେ ଆୟୋଜିତ ଜାତୀୟ ସିନିୟର କିକ୍‌ ବକ୍ସିଂ ପ୍ରତିଯୋଗିତାରେ ଚମକିଛନ୍ତି ଢେଙ୍କାନାଳର କ୍ରୀଡ଼ାବିତ୍‌। ଏଥିରେ ଭାଗ ନେଇଥିବା ଖ୍ୟାତନାମା ମହିଳା...

Advertisement
Archives

Model This Week