ପୋଖରୀ ଜଳ ମେଣ୍ଟାଉଛି ଶୋଷ

ମହାକାଳପଡ଼ା,୨ା୧(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ତେନ୍ତୁଲୀକନ୍ଧା ଗଁାରେ ଜଳ ମୁନ୍ଦେ ପାଇଁ ଲୋକେ ବିଭିନ୍ନ ସମସ୍ୟାରେ ସମ୍ମୁଖିନ ହେଉଛନ୍ତି। ଗଁାରେ ଖନନ କରାଯାଇଥିବା ନଳକୂପରୁ ବାହାରୁଛି ଲୌହ ମିଶ୍ରିତ ହଳଦିଆ ରଙ୍ଗର ଲୁଣା ପାଣି। ଫଳରେ ଗଁାରେ ଦୀର୍ଘବର୍ଷ ହେବ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଗଁାରେ ୫୦୦ରୁ ଅଧିକ ଲୋକ ବସବାସ କରୁଛନ୍ତି। ନଳକୂପରୁ ବାହାରୁଥିବା ଜଳକୁ ପାନୀୟ ଜଳ ରୂପେ ବ୍ୟବହାର କରି ହେଉନାହିଁ। ଏହି ଜଳ ପିଇବା ଦ୍ୱାରା ଅନେକ ସମୟରେ ପେଟ ରୋଗ ସମସ୍ୟା ଦେଖାଯାଉଛି। ଫଳରେ ଲୋକେ ବାଧ୍ୟ ହୋଇ ଗଁା ଠାକୁରାଣୀ ପୋଖରୀ ଜଳକୁ ପାନୀୟ ଜଳ ରୂପେ ବ୍ୟବହାର କରିବାକୁ ପଡ଼େ ବୋଲି ଯୁବକମାନେ କହିଛନ୍ତି। ଗଁାର ଯୁବକମାନେ ମିଳିତ ହୋଇ ପୋଖରୀକୁ ଦଳ ସଫା କରିବା ସହ ବିଶୋଧନ ପାଇଁ ଚୁନ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ଯୁବକମାନଙ୍କ କହିବା କଥା ଦଳ ଭର୍ତ୍ତିି ପୋଖରୀରୁ ପାଣି ପିଇବା ଦ୍ୱାରା ବିଭିନ୍ନ ପେଟ ରୋଗର ସମସ୍ୟା ସୃଷ୍ଠି ହେଉଛି ବୋଲି ସୁଧାଂଶୁ ନଳିନୀ ସେନାପତି, ପବିତ୍ର କୁମାର ସାହୁ, ଚୈତନ୍ୟ ସ୍ବାଇଁ, ଶଶଧର ରାଉତ, ରବୀନ୍ଦ୍ର ପ୍ରଧାନ ପ୍ରମୁଖ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?