Posted inଖେଳ

ଆୟାରଙ୍କୁ ମନେପକାଇଲେ ପଣ୍ଟିଂ

ମୁମ୍ବାଇ, ୧୨।୪- ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟ ଅଧିନାୟକ ରିକି ପଣ୍ଟିଂ ଚଳିତ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସର କୋଚ୍‌ଭାବେ ଉଦାହରଣ ସୃଷ୍ଟି କରିଛନ୍ତି। ଦଳର ନିୟମିତ ଅଧିନାୟକ ଶ୍ରେୟାସ ଆୟାର ଆହତ ସମସ୍ୟା ଯୋଗୁ ଏବେ ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି। ତାଙ୍କ ସ୍ଥାନରେ ରିଷଭ ପନ୍ତଙ୍କୁ ଦଳର ନେତୃତ୍ୱଭାର ପ୍ରଦାନ କରାଯାଇଛି। ମାତ୍ର ଶନିବାର ଚେନ୍ନାଇ ସୁପରକିଙ୍ଗ୍ସ ବିପକ୍ଷରେ ଦିଲ୍ଲୀର ବିଜୟ ପରେ ଆୟାରଙ୍କ ସହ ଭର୍ଚୁଆଲ ବାର୍ତ୍ତାଳାପ ପରି ଭିଡିଓକୁ ଖେଳାଳିଙ୍କ ମଧ୍ୟରେ ଶେୟାର କରିଛନ୍ତି। ଏହି ବାର୍ତ୍ତାଳାପ ଅବସରରେ ପଣ୍ଟିଂ ଦଳ ତାଙ୍କୁ ମିସ୍‌ କରୁଥିବା କହିବା ସହ ତାଙ୍କ ହେୟାର ଷ୍ଟାଇଲ୍‌କୁ ପ୍ରଶଂସା କରିଥିଲେ। ”ତୁମକୁ ମିସ୍‌ କରୁଛୁ, ପୂର୍ବପରି ଅନୁଭବ ହେଉନାହିଁ। ଆସ, ଆମ ସହିତ ଯୋଗଦିଅ, ମାତ୍ର ୭ ଦିନର କ୍ୱାରାଣ୍ଟାଇନ୍‌। ଏହି ଦିନଗୁଡ଼ିକ ଶୀଘ୍ର ଅତିବାହିତ ହୋଇଯିବ, ମୋତେ ବିଶ୍ୱାସ କର। ଆମେ ଏକ ଦ୍ୱାଦଶ ଖେଳାଳି ଆବଶ୍ୟକ କରୁଛୁ, ଯିଏକି ଆମ ପାଇଁ ଡ୍ରିଙ୍କ୍ସ ଯୋଗାଇପାରିବେ“ ବୋଲି ପଣ୍ଟିଂ କହିଥିବା ଭିଡିଓ ଖେଳାଳିଙ୍କ ମଧ୍ୟରେ ଶେୟାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ…

ବୈଭବ ସୂର୍ଯ୍ୟବଂଶୀ ପହଞ୍ଚିବା ପୂର୍ବରୁ ଇଂଲଣ୍ଡରେ ପହଞ୍ଚି ସାରିଥିଲେ ତାଙ୍କ ବାପା, ବିଶ୍ୱର ପ୍ରମୁଖ ବ୍ୟବସାୟୀଙ୍କଠାରୁ ଶୁଣିଲେ ପୁଅର ପ୍ରଶଂସା

ନୂଆଦିଲ୍ଲୀ,୨୩।୬: ଭାରତୀୟ କ୍ରିକେଟକୁ ଝଡ଼ରେ ପରିଣତ କରିଥିବା ବିହାରର ସମସ୍ତିପୁରର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଖବର ଶିରୋନାମାରେ ଅଛନ୍ତି। ଇଂଲଣ୍ଡ ଗସ୍ତ ପାଇଁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri