Posted inUncategorized

ଶାହାରୁଖଙ୍କ ସହ ଛାଇ ଭଳି ରହିଥାନ୍ତି ଏହି ମହିଳା; ଗୋଟିଏ ଦିନରେ ଉଭୟଙ୍କ ଜନ୍ମଦିନ…

ବମ୍ବେ: ବେଳେବେଳେ ରକ୍ତର ସମ୍ପର୍କଠାରୁ ବି ଗାଢ଼ ହୋଇଥାଏ ହୃଦୟର ସମ୍ପର୍କ। କିଙ୍ଗ ଖାଁ ଶାହାରୁଖଙ୍କ ଜୀବନରେ ମଧ୍ୟ ସ୍ତ୍ରୀ ଗୌରୀଙ୍କୁ ଛାଡ଼ିଥିଲେ ଏଭଳି ଜଣେ ମହିଳା ଅଛନ୍ତି, ଯିଏ ସବୁବେଳେ ତାଙ୍କ ସୁଖଦୁଃଖରେ ଛାଇ ହୋଇ ରହିଥାନ୍ତି। ସେ ହେଉଛନ୍ତି ତାଙ୍କ ମ୍ୟାନେଜର ପୂଜା ଦଦଲାନୀ। ଉଭୟଙ୍କ ଜନ୍ମଦିନ ବି ଗୋଟିଏ ଦିନରେ। ୧୯୮୩ ନଭେମ୍ବର ୨ରେ ଜନ୍ମ ହୋଇଥିଲେ ପୂଜା। ୧୦ ବର୍ଷ ହେଲାଣି ସେ ଅଭିନେତାଙ୍କ ସହ କାମ କରୁଛନ୍ତି। ୨୦୧୨ରୁ ସେ ତାଙ୍କ ସହ ଅଛନ୍ତି।

 शाहरुख खान और पूजा ददलानी

ରିପୋର୍ଟ ମୁତାବକ, ପୂଜା ଶାହାରୁଖଙ୍କ କାମକୁ ଦେଖିବା ସହ ଆଇପିଏଲ୍‌ ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସ କାମ ମଧ୍ୟ ତଦାରଖ କରନ୍ତି। ଏମିତିରେ ଦେଖିବାକୁ ଗଲେ ଶାହାରୁଖ ତାଙ୍କୁ ପରିବାରର ସଦସ୍ୟ ବୋଲି ଭାବିଥାନ୍ତି। ସବୁ କଠିନ ପରିସ୍ଥିତିରେ ସେ ଅଭିନେତାଙ୍କ ସହ ରହିଥାନ୍ତି। ଆର୍ୟନ ଖାଁ ଡ୍ରଗ୍ସ ମାମଲାରେ ପୂଜା ତାଙ୍କ ପରିବାରର ଦୃଢ଼ ସମର୍ଥକ ଭାବେ ଛିଡ଼ା ହୋଇଥିଲେ। କୋର୍ଟରେ ଶୁଣାଣି ବେଳେ ସେ କାନ୍ଦି ପକାଇଥିଲେ।

 शाहरुख खान और पूजा ददलानी

ସୋସିଆଲ ମିଡିଆରେ ଖାଁ ପରିବାର ସହ ନିଜର ଫଟୋକୁ ଶେୟାର କରିଥାନ୍ତି ପୂଜା। ଏହାଛଡ଼ା ବଲିଉଡ୍‌ଜଗତର ଅନେକ ଲୋକଙ୍କ ସହ ଭଲ ସମ୍ପର୍କ ତାଙ୍କର ରହିଛି। କୋରିଓଗ୍ରାଫର ତଥା ଫିଲ୍ମନିର୍ମାତା ଫାରା ଖାଁ ଏବଂ କରନ୍‌ ଜୋହରଙ୍କ ସହ ତାଙ୍କର ଖାସ୍‌ ଫଟୋ ତାହାର ପ୍ରମାଣ।

पूजा ददलानी


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି…

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି

ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି।…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri