Posted inଫୁରସତ

‘ଦେବା’ରେ ଶାହିଦଙ୍କ ସହ ପୂଜା

ମୁମ୍ବାଇ: ଅଭିନେତ୍ରୀ ପୂଜା ହେଗ୍‌ଡେ ‘ରାଧେ ଶ୍ୟାମ’, ‘ସର୍କସ’, ‘କିସି କା ଭାଇ କିସି କି ଜାନ୍‌’ ଭଳି ହିନ୍ଦୀ ଫିଲ୍ମରେ ନଜରକୁ ଆସିଥିବାବେଳେ ଆଗକୁ ରୋମାଣ୍ଟିକ୍‌ ଥ୍ରିଲର ‘ଦେବା’ରେ ନଜର ଆସିବାକୁ ଯାଉଛନ୍ତି। ଏଥିରେ ସେ ଅଭିନେତା ଶାହିଦ କପୁରଙ୍କ ନାୟିକା ଭାବେ ନଜରକୁ ଆସିବେ। ନିକଟରେ ଏ ସମ୍ପର୍କରେ ଦେଇଥିବା ସାକ୍ଷାତକାରରେ ପୂଜା କହିଛନ୍ତି, ‘ଦେବା’ ଏକ ବହୁତ ଭଲ ପ୍ରୋଜେକ୍ଟ। ଏହାର କାହାଣୀ ବିଲ୍‌କୁଲ ନିଆରା। ଏଥିରେ ଆକ୍ସନ୍‌, ଡ୍ରାମାର ଏକ ଜବରଦସ୍ତ ସମ୍ମିଶ୍ରଣ ଦେଖିବାକୁ ମିଳିବ, ଯାହା ଦର୍ଶକଙ୍କୁ ପ୍ରଥମରୁ ଶେଷ ଯାଏ ବାନ୍ଧି ରଖିବ। ଏଥିରେ ପୂଜାଙ୍କୁ ଏକ ଦମ୍‌ଦାର ଭୂମିକାରେ ଦେଖିବାକୁ ମିଳିବ। ଶାହିଦଙ୍କ ସହ ଏହା ପୂଜାଙ୍କ ପ୍ରଥମ ଫିଲ୍ମ ହୋଇଥିବାବେଳେ ଦର୍ଶକ ତାଙ୍କ ଯୋଡିକୁ ବେଶ୍‌ ପସନ୍ଦ କରିବେ ବୋଲି ସେ ଆଶାବାଦୀ ଅଛନ୍ତି। ରୋଶନ ଆଣ୍ଡ୍ରୁଜ୍‌ ଏହି ଫିଲ୍ମରେ ନିର୍ଦ୍ଦେଶନା ଦେଉଥିବାବେଳେ ସିଦ୍ଧାର୍ଥ ରୟ କପୁର ପ୍ରଯୋଜନା ଦାୟିତ୍ୱ ସମ୍ଭାଳୁଛନ୍ତି। ଫିଲ୍ମରେ ଶାହିଦ ଜଣେ ପୋଲିସ ଅଧିକାରୀ ଭୂମିକାରେ ନଜରକୁ ଆସିବେ। ଏନେଇ ଶାହିଦଙ୍କ ପ୍ରଥମ ଲୁକ୍‌ ସାମ୍ନାକୁ ଆସିଛି। ଫିଲ୍ମ ଆସନ୍ତା ବର୍ଷ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ସେଲିବ୍ରିଟିଙ୍କ ପାଖରେ ଅଉଛି ସବୁଠୁ ଅଧିକ ସୁନା: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲି ସମୟରେ ଦେଶର ନାଗରିକମାନଙ୍କୁ ଆଗାମୀ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଅନୁରୋଧ କରିଛନ୍ତି। କାରଣ ଏହି…

ଭ୍ୟାନ୍‌-ବାଇକ ଧକ୍କା: ଚାଲିଗଲା ୨ ଜୀବନ, ଜଣ ଗୁରୁତର

କୁଚିଣ୍ଡା,୧୧।୫: ସମ୍ୱଲପୁର ଜିଲା ମହୁଲପାଲି ଥାନା କୁସୁମୀ ପେଟ୍ରୋଲ ପମ୍ପ ନିକଟରେ ଏକ ପିକଅପ୍‌ ଭ୍ୟାନ ଏବଂ ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ…

ମୋଦିଙ୍କ ଆହ୍ବାନ: ଭାରତର ସାଂସ୍କୃତିକ ପୁନର୍ଜାଗରଣର ଏକ ଶକ୍ତିଶାଳୀ ସଙ୍କେତ

ଗଞ୍ଜାମ,୧୧।୫(ଅନାଥ ତରାଇ/ ବିଦ୍ୟାଧର ସାହୁ): ଭାରତର ସାଂସ୍କୃତିକ ରାଷ୍ଟ୍ରବାଦର ପ୍ରତୀକ ସୋମନାଥ ମହାପ୍ରଭୁଙ୍କ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶ ଆଜି ଉତ୍ସବମୁଖର।…

କାର୍‌ରେ ଆସି ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କଲେ ୪ ଦୁର୍ବୃତ୍ତ: ଜଣେ ମୃତ, ଜଣେ ଆହତ

ବେଲପାହାଡ, ୧୧।୫(ସୁବାସ ପ୍ରଧାନ): ଝାରସୁଗୁଡା ଜିଲା ବେଲପାହାଡ଼ ଫାଟକରେ ଯୁବକଙ୍କୁ ଆକ୍ରମଣ। ଭୁଜାଲି ମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଉଭୟ…

ରାତିସାରା ଦେଖିଲେ ଲିଆଖିଆ ଉତ୍ସବ: ସକାଳକୁ ଆସି ଦେଖିଲା ବେଳକୁ ନ ଥିଲା

ନନ୍ଦପୁର/ପାଡୁଆ, ୧୧।୫ (ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଲିଆଖିଆ ଉତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କ ବାଇକ (ନମ୍ବର- OD 10 Q 4739) କେହି ଦୁର୍ବୃତ୍ତ ଚୋରି…

ଆକ୍ସନ ମୋଡ୍‌ରେ ଶୁଭେନ୍ଦୁ ସରକାର: କଲେ ବଡ ଘୋଷଣା

କୋଲକାତା,୧୧।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରକୁ ଆସିବା ପରେ ଆକ୍ସନ ମୋଡ୍‌ରେ ଅଛି। କ୍ଷମତା ଗ୍ରହଣ କରିବା ମାତ୍ରେ ଶୁଭେନ୍ଦୁ ପ୍ରଶାସନ…

ବେଆଇନ ଛଟେଇ: ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ

ବଞ୍ଚୋ,୧୧।୫(ପ୍ରଦୋଷ ବିଶ୍ୱାଳ): ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ। ବେଆଇନ ଛଟେଇକୁ ବିରୋଧ କରି ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ କର୍ମଚାରୀ ନାରାବାଜି କରିବା ସହ…

ବିଦ୍ୟୁତ ଆଘାତ ଦେଇ ସ୍ବାମୀଙ୍କୁ ମାରିବାକୁ ଚେଷ୍ଟା କରୁଥିଲେ ସ୍ତ୍ରୀ, ନିଦରୁ ଉଠିପଡିଲେ ସ୍ବାମୀ, ଆଉ ତା’ପରେ…

ମୁମ୍ବାଇ, ୧୧।୫: ମହାରାଷ୍ଟ୍ରର ଯବତମାଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ସାତ ପ୍ରତିଜ୍ଞାର ଏକ ବିବାହ ହତ୍ୟା ଷଡ଼ଯନ୍ତ୍ରରେ ପରିଣତ ହୋଇଛି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri