‘ଲକ ଅପ’ ଫେମ ପୁନମ ପାଣ୍ଡେଙ୍କ ପରଲୋକ

ମୁମ୍ବାଇ: ବିବାଦୀୟ ଅଭିନେତ୍ରୀ ପୁନମ ପାଣ୍ଡେଙ୍କ ପରଲୋକ ହୋଇଥିବା ଖବର ଆସିଛି। ଅଭିନେତ୍ରୀଙ୍କ ମୃତ୍ୟୁ ଖବର ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରାଯାଇଛି। ତାଙ୍କ ଆକସ୍ମିକ ମୃତ୍ୟୁ ଖବର ସମସ୍ତଙ୍କୁ ଚକିତ କରିଛି।
ମାତ୍ର ୩୨ ବର୍ଷ ବୟରେ ସର୍ଭାଇକଲ କ୍ୟାନସର ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମଡେଲ-ଆକ୍ଟ୍ରେସ, ଇଣ୍ଟରନେଟ ସେନସେସନ ତଥା ମୋଷ୍ଟ କଣ୍ଟ୍ରୋଭର୍ସିଆଲ ଷ୍ଟାର ଥିଲେ ପୁନମ। ଏହାପରେ ବି ତାଙ୍କ ଭିତରେ ଥିବା ଦୟାଳୁ ଭାବ ଯୋଗୁ ସେ ସମସ୍ତଙ୍କ ନିକଟରେ ପହଞ୍ଚିପାରିଥିଲେ। ତେବେ ଶୁକ୍ରବାର ସକାଳେ ଉତ୍ତର ପ୍ରଦେଶରେ ଥିବା ତାଙ୍କ ନିଜ ଘରେ ପୁନମଙ୍କର ଦେହାନ୍ତ ହୋଇଥିବା ଖବର ଆସିଛି।
ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରାଯାଇଥିବା ପୋଷ୍ଟରେ ଲେଖା ଅଛି, ଆଜି ସକାଳ ଆମ ପାଇଁ କଷ୍ଟସାଧ୍ୟ। ଆପଣଙ୍କୁ ଜଣାଇବା ପାଇଁ ଆମେ ଅତ୍ୟନ୍ତ ଦୁଃଖିତ ଯେ ଗର୍ଭାଶୟ କର୍କଟ ହେତୁ ଆମେ ଆମର ପ୍ରିୟ ପୁନମଙ୍କୁ ହରାଇଛୁ। ତାଙ୍କ ସଂସ୍ପର୍ଶରେ ଆସିଥିବା ପ୍ରତ୍ୟେକ ବ୍ୟକ୍ତି ଶୁଦ୍ଧ ପ୍ରେମ ଏବଂ ଦୟା ପାଇଛନ୍ତି। ଏହି ଦୁଃଖ ସମୟରେ, ଆମେ ଗୋପନୀୟତା ପାଇଁ ଅନୁରୋଧ କରିବୁ। ଆମେ ଶେୟାର କରିଥିବା ପ୍ରତ୍ୟେକ ଜିନିଷ ପାଇଁ ଆମେ ତାଙ୍କୁ ଭଲପାଇ ସ୍ମରଣ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri