ପୁନମ୍‌ଙ୍କୁ ଅକଥନୀୟ ନିର୍ଯାତନା ଦେଉଥିଲେ ପୂର୍ବସ୍ବାମୀ

ବମ୍ବେ: ପୂର୍ବ ସ୍ବାମୀଙ୍କ ବିରୋଧରେ ବିଷ ଓଗାଳିଲେ ମଡେଲ ତଥା ଅଭିନେତ୍ରୀ ପୁନମ୍‌ ପାଣ୍ଡେ। ଏକତା କପୁରଙ୍କ ଦ୍ୱାରା ନିର୍ମିତ ରିଆଲିଟି ଶୋ’ ‘ଲକ୍‌ ଅପ୍‌’ରେ ପ୍ରତିଯୋଗୀ ଭାବେ ଯୋଗ ଦେଇଛନ୍ତି ସେ। ଶୋ’ରେ ବିବାହର ହୃଦୟଥରା ଯନ୍ତ୍ରଣା ବିଷୟରେ ସେ ଜଣାଇଛନ୍ତି।

ଶୋ’ର ଅନ୍ୟ ପ୍ରତିଯୋଗୀ କରଣବୀର ବୋହ୍‌ରା ଏବଂ ପାୟଲ ରୋହତଗୀଙ୍କ ସହ କଥା ହୋଇ ପୁନମ୍‌ କହିଛନ୍ତି, ସାମ୍‌ ବମ୍ବେଙ୍କୁ ବିବାହ କରିବା ପରେ ସେ ତାଙ୍କ ଘରକୁ ଯାଇଥିଲେ। ତାହା ଚାରି ମହଲା ବିଶିଷ୍ଟ ଥିଲା। ହେଲେ ଗୋଟିଏ କୋଠରୀ ଛାଡ଼ି ଦେଲେ ସାମ୍‌ ଅନ୍ୟ କୋଠରୀକୁ ତାଙ୍କୁ ଯିବାକୁ ଦେଉ ନ ଥିଲେ। ଘର ଭିତରେ ଫୋନ୍‌କୁ ହାତ ଲଗାଇବାକୁ ଅନୁମତି ନ ଥିଲା। ଏପରିକି ତାଙ୍କୁ ନିର୍ଯାତନା ଦେବାକୁ ଯାଇ ସାମ୍‌ ଲଗାତାର ଭାବେ ଗୋଟିଏ ଜାଗାକୁ ମାରୁଥିଲେ। ଏଥିଯୋଗୁ ତାଙ୍କର ‘ବ୍ରେନ୍‌ ହାମ୍‌ରେଜ୍‌’ ହୋଇଯାଇଥାନ୍ତା। କେବଳ ଏତିକି ନୁହେଁ ସାମ୍‌ ମଦୁଆ ଥିଲେ। ସକାଳ ୧୦ଟାରୁ ସେ ମଦ ପିଇବା ଆରମ୍ଭ କରୁଥିଲେ। ରାତି ଅଧ ଯାଏ ତାହା ସେହିଭଳି ଚାଲୁଥିଲା ବୋଲି ପୁନମ୍‌ ଖୁଲାସା କରିଛନ୍ତି।

ତେବେ ପୁନମ ୨୦୨୦ ସେପ୍ଟେମ୍ବରରେ ପ୍ରେମିକ ତଥା ନିର୍ମାତା ସାମଙ୍କୁ ବିବାହ କରିଥିଲେ। ହେଲେ ୨୦୨୧ରେ ଡାକ୍ତରଖାନାରେ ପୁନମଙ୍କୁ ଭର୍ତ୍ତି କରାଯିବା ପରେ ପୋଲିସ ସାମ୍‌ଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri