Posted inଜାତୀୟ

ପ୍ରାର୍ଥିପତ୍ର ଦାଖଲ କଲେ ପୁନମ

ଲକ୍ଷ୍ନୌ,୧୮।୪: ବଲିଉଡ୍‌ ଅଭିନେତା ଶତ୍ରୁଘ୍ନ ସିହ୍ନାଙ୍କ ପତ୍ନୀ ପୁନମ ସିହ୍ନା ଲକ୍ଷ୍ନୌ ସଂସଦୀୟ ନିର୍ବାଚନମଣ୍ଡଳୀରୁ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। କିଛିଦିନ ତଳେ ଶ୍ରତୁଘ୍ନ ଭାଜପା ଉପରେ ଅସନ୍ତୁଷ୍ଟ ହୋଇ କଂଗ୍ରେସରେ ଯୋଗ ଦେଇଥିଲେ। ଆଉ ଦୁଇ ଦିନ ପୂର୍ବରୁ ପୁନମ ସମାଜବାଦୀ ପାର୍ଟି(ଏସ୍‌ପି)ରେ ଯୋଗ ଦେଇଥିଲେ। ଏବେ ପୁନମ ସ୍ବରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଜଣାପଡିଛି। ଉତ୍ତର ପ୍ରଦେଶରେ ଏଥର ଏସ୍‌-ବିଏସ୍‌ପି ମେଣ୍ଟ ହୋଇ ନିର୍ବାଚନ ଲଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?