ପୁନମଙ୍କ ହୃଦୟ ଭାଙ୍ଗିଲା

ମୁମ୍ବାଇ: ଆଜିକାଲି କଙ୍ଗନା ରାଣାଓ୍ବତଙ୍କ ରିୟାଲିଟି ଶୋ’ ଲକ୍‌ ଅପ୍‌’ରେ ଅନେକ କିଛି ଦେଖିବାକୁ ମିଳୁଛି। ପ୍ରତିଯୋଗୀଙ୍କ ହାସ୍ୟରସ୍ୟ ଲୋକଙ୍କୁ ବେଶ୍‌ ମନୋରଞ୍ଜନର ଖୋରାକ ଯୋଗାଇବା ସହ ପ୍ରତିଯୋଗୀମାନଙ୍କ ମଧ୍ୟରେ ଅନେକ ଝଗଡ଼ା ଦେଖିବାକୁ ମିଳିଛି। ଶେଷ ସପ୍ତାହରେ ଏକ ସ୍ଥାନ ପାଇଁ ସମସ୍ତେ ପରସ୍ପରକୁ ପ୍ରତିଯୋଗିତା ଦେଉଛନ୍ତି। ଶୋ’ରେ ପୁନମ ପାଣ୍ଡେଙ୍କ ସହ ମୁନାଓ୍ବରଙ୍କ ଏକ ସ୍ବତନ୍ତ୍ର ବନ୍ଧନ ଦେଖିବାକୁ ମିଳିଥିଲା। କିନ୍ତୁ ଯେତେବେଳେ ସେ ଜାଣିବାକୁ ପାଇଲେ ଯେ, ସେ ପୁନମ ପାଣ୍ଡେଙ୍କୁ ପ୍ରତାରଣା କରୁଛନ୍ତି। ସେତେବେଳେ ସେ କାନ୍ଦିଥିଲେ।

ଶୋ’ରେ ସାଇଶା ସିନ୍ଦେ, ମୁନାଓ୍ବର୍‌ ଏବଂ ଅଞ୍ଜଳିଙ୍କ ସହ ପୁନମଙ୍କର ଭଲ ବନ୍ଧୁତା ଥିଲା। କିନ୍ତୁ ତିନିଜଣ ଏକାଠି ହୋଇ ପୁନମଙ୍କୁ ବାହାର କରିଥିଲେ। ସମସ୍ତେ କହିଥିଲେ ଯେ ସେ ନିଜେ ଶୋ’ ଛାଡ଼ିବାକୁ ଚାହୁଁଛନ୍ତି। ଏହା ପରେ ପୁନମ ଭାବପ୍ରବଣ ହୋଇଉଠିଥିଲେ।

ପୁଣମ ତାଙ୍କ ସ୍ପଷ୍ଟୀକରଣରେ କହିଛନ୍ତି, ଏହି ସମୟରେ ତାଙ୍କର ଅନେକ ସ୍ବାସ୍ଥ୍ୟ ସମସ୍ୟା ରହିଛି, ଯେଉଁଥିପାଇଁ ସେ ଶୋ’ରେ ଠିକ୍‌ ପ୍ରଦର୍ଶନ କରିପାରି ନ ଥିଲେ। ଏହା ପରେ ପୁଣମ ମୁନାଓ୍ବରଙ୍କୁ କହିଥିଲେ, ମୁଁ ଅନେକ କାର୍ଯ୍ୟ ସମୟରେ ଆପଣଙ୍କୁ ଜିତାଇ ଦେଇଛି। ମୋର ସ୍ବାସ୍ଥ୍ୟଗତ ସମସ୍ୟା ରହିଛି, ଯାହା ମୁଁ କ୍ୟାମେରା ଆଗରେ କହିପାରିବି ନାହିଁ। ମୁଁ ତଥାପି ହସ୍ପିଟାଲରୁ ଫେରି ଖେଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?