ସରକାରଙ୍କ ନୂଆବର୍ଷ ଭେଟି: ଜାନୁଆରୀରେ ଗରିବ ଲୋକଙ୍କୁ ମିଳିବ…

ଭୁବନେଶ୍ୱର,୯।୧: ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଉପହାରଦେଇଛନ୍ତି। ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ଆବେଦନ ହୋଇଛି । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ ତାଲିକା ଦିଆଯାଇଛି ।

ପୂର୍ବରୁ ପଞ୍ଚାୟତିରାଜ ମନ୍ତ୍ରୀ ଘୋଷଣା କରି କହିଥିଲେ, ଆଉ ରହିବନି ବିଜୁ ପକ୍କା ଘର ସ୍କିମ । ସମସ୍ତଙ୍କୁ ମିଳିବ ଘର । କୌଣସି ଯୋଗ୍ୟ ହିତାଧିକାରୀ ସରକାରୀ ଆବାସରୁ ବଞ୍ଚିତ ହେବେ ନାହିଁ । ଅନ୍ୟପଟେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଯୋଗ୍ୟତା ମାପଦଣ୍ଡକୁ କୋହଳ ସରକାର କରିଛନ୍ତି। ସର୍ବାଧିକ ମାସିକ ଆୟ ୧୦ ହଜାରରୁ ୧୫ ହଜାରକୁ ବଢ଼ାଇଛନ୍ତି। ସେହିପରି ପୂର୍ବ ମାପଦଣ୍ଡରେ ଅନେକ ପରିବର୍ତ୍ତନ କରିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଦ୍ୱିତୀୟ ସଂନ୍ଧ୍ୟାରେ ଯୋଗଦେଲେ ଗଣଶିକ୍ଷା ମନ୍ତ୍ରୀ, ଗୋଟିଏ ମଞ୍ଚରେ…

ଦାରିଙ୍ଗବାଡି, ୯।୧ (ଅରୁଣ ସାହୁ ): ଦାରିଙ୍ଗବାଡି ଶୀତ ମହୋତ୍ସବର ଦ୍ୱିତୀୟ ସଂନ୍ଧ୍ୟା ଉଦଘାଟନୀ ଉତ୍ସବରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ...

ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍‌.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍‌. ସୂର୍ଯ୍ୟ ରେଡ୍ଡୀ ଏବଂ...

ଜାମୁ ଗଛ ପାଇଁ ଭାଇକୁ ମାରିଲେ ଭାଇ: ଏପଟେ ସ୍ବାମୀଙ୍କ ବାଟକୁ ଚାହିଁ ରହିଥିଲେ ସ୍ତ୍ରୀ- ଝିଅ

ରାୟଗଡ଼ା/ଅମ୍ବାଦଳା,୯।୧(ଆଶିଷ ରଞ୍ଜନ ପଣ୍ଡା/ରବୀନ୍ଦ୍ର ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ବାପାଙ୍କ ପୁଅ ଟାଙ୍ଗିଆ ଚୋଟରେ ସାନବାପାଙ୍କ ପୁଅର ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା...

ଅକ୍ଷୟ ସୁନିଲ ଅଗ୍ରୱାଲ ଗଜପତିର ନୂତନ ଜିଲାପାଳ

ଗଜପତି,୯।୧(ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଜିଲାପାଳ ଭାବରେ ଅକ୍ଷୟ ସୁନିଲ ଅଗ୍ରୱାଲ, ଭାପ୍ରସେ ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ନୂତନ ଜିଲାପାଳ  ପୂର୍ବାହ୍ନରେ ଜିଲା...

ମହାନଦୀ ସହ ବାହୁଦାକୁ ସଂଯୋଗୀକରଣ ପାଇଁ ରାଜ୍ୟପାଳଙ୍କୁ ଭେଟିଲେ…

ଦିଗପହଣ୍ଡି,୯।୧(ଅଶେଷନାଥ ମିଶ୍ର): ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଆବାହକ ତଥା ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ ଡ଼. ବାଳକୃଷ୍ଣ ପଣ୍ଡା ଶୁକ୍ରବାର ଓଡ଼ିଶା ରାଜ୍ୟପାଳ ହରିବାବୁ...

ଅଡୁଆରେ ଚାଷୀ, ଧାନବିକ୍ରି କରିବା ପାଇଁ ମଣ୍ଡିରେ ଜଗି ରହିଥିଲେ, କିନ୍ତୁ…

ବଲାଙ୍ଗୀର, ୯।୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲାରେ ଧାନକିଣାରେ ଅଚଳାବସ୍ଥା ଜାରି ରହିଛି। ଚାଷୀମାନେ ଧାନବିକ୍ରି କରି ନ ପାରି ଅଡୁଆ ସ୍ଥିତିରେ ରହିଛନ୍ତି।...

ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତାରୋକୋ, ଜାତୀୟ ରାଜପଥରେ ମୃତଦେହ ରଖି…

ବଲାଙ୍ଗୀର,୯ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଶାନ୍ତିପଡ଼ାର ନିଖୋଜ ପ୍ରବୀଣ ମହାଲିଙ୍ଗ (ମୁଟୁ)ଙ୍କ ମୃତଦେହ ଶୁକ୍ରବାର ସଦରଥାନା ପଥରଚେପା ପୋଖରୀରୁ ୫ ଦିନ ପରେ ଉଦ୍ଧାର...

PUCCକୁ ନେଇ ହାଇକୋର୍ଟଙ୍କ ବଡ଼ ନୋଟିସ

କଟକ,୯।୧: PUCC ପ୍ରସଙ୍ଗରେ ହାଇକୋର୍ଟଙ୍କ ନୋଟିସ। ପରିବହନ ସଚିବ ଏବଂ STAକୁ ଜବାବ ତଲବ ମାଗିଲେ ହାଇକୋର୍ଟ। ଏମ୍‌ଭି ଆଇନ ଉଲ୍ଲଙ୍ଘନ ଅଭିଯୋଗରେ ଦାୟର ମାମଲାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri