ଗରିବ ଛାତ୍ରଙ୍କ ମହଙ୍ଗା କାର୍‌, ପୋଲ୍‌ ଖୋଲିବାରୁ ପରିବାର ଫେରାର

ଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ଧନୀ ବ୍ୟକ୍ତି ନିଜ ସନ୍ତାନକୁ ନାମୀ ସ୍କୁଲରେ ଆଡମିଶନ କରିବା ପାଇଁ ଏମିତି ପନ୍ଥା ଆପଣାଇ ଥିଲେ, ଯାହା ଜଣାପଡିବା ପରେ ମାମଲା କୋର୍ଟରେ ପହଞ୍ଚିଛି। ସୂଚନାଯୋଗ୍ୟ, ଜଣେ ଧନୀ ବ୍ୟକ୍ତି ନିଜକୁ ଗରିବ ଦର୍ଶାଇ ଏକ ନାମୀ ସ୍କୁଲରେ ପିଲାର ନର୍ସରୀ ଆଡମିଶନ କରିଥିଲେ। ଯେତେବେଳେ ପିଲାଟି କାରରେ ସ୍କୁଲକୁ ଆସିଥିଲୋ ସେତେବେଳେ ଉକ୍ତ ବ୍ୟକ୍ତିଙ୍କ ପୋଲ୍‌ ଖୋଲିଯାଇଥିଲା। ସ୍କୁଲ ପ୍ରଶାସନକୁ ସନ୍ଦେହ ହେବାରୁ ସେମାନେ ମାମଲାର ଯାଞ୍ଚ୍‌ କରି ଜାଣିବାକୁ ପାଇଥିଲେ ଯେ, ପିଲାଟିର ମାତାପିତା କେବଳ ନକଲି ପନ୍ଥା ଆପଣାଇ ଆଡମିଶନ କରି ନ ଥିଲେ, ଅନ୍ୟ ଲୋକଙ୍କ ସହାୟତା ନେଇ ନକଲି ମାତାପିତାଙ୍କୁ ସ୍କୁଲକୁ ପଠାଉଥିଲେ। ମାମଲା କୋର୍ଟରେ ପହଞ୍ଚିବାରୁ ଅଭିଯୁକ୍ତ ମାତାପିତା ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପାଇଁ ଡିଜାଇନିଂ ହେଲା ସୁରକ୍ଷା କବଚ

ବେଜିଂ,୫।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଚାଇନାରେ ଏକ ସୁରକ୍ଷା କବଚ ଡିଜାଇନିଂ କରାଯାଇଛି। ଏହାକୁ ଆର୍କିଟେକଚର ଡାୟୋଙ୍ଗ୍‌ ସନ୍‌ ପ୍ରସ୍ତୁତ କରିଛନ୍ତି। ଏଥିରେ...

ଭାଜପା ଏମ୍‌ପିଙ୍କ ବିମାନରେ ମୁମ୍ବାଇ ଯାଇଛନ୍ତି ଅସନ୍ତୁଷ୍ଟ ବିଧାୟକ

ବେଙ୍ଗାଲୁରୁ,୮ା୭(ପି.ଟି.): କର୍ନାଟକର ଅସନ୍ତୁଷ୍ଟ କଂଗ୍ରେସ ଏବଂ ଜେଡିଏସ୍‌ ବିଧାୟକମାନେ ଇସ୍ତଫା ଦେବା ପରେ ଯେଉଁ ଚାର୍ଟାର୍ଡ ବିମାନରେ ମୁମ୍ବାଇ ଯାଇଛନ୍ତି, ତାହା ଭାଜପାର ରାଜ୍ୟ ସଭା...

ସ୍ବାଧୀନତାର ୭୨ ବର୍ଷ ପରେ ବି ତ୍ରିଶୁଳି ଗାଁରେ ପହଞ୍ଚିନି ବିଦ୍ୟୁତ୍‌ ଆଲୋକ

ରାୟପୁର,୧୩।୬: ଦେଶ ସ୍ବାଧୀନ ହେବାର ୭୨ ବର୍ଷ ବିତିଯାଇଛି। ଇତିମଧ୍ୟରେ ଦେଶରେ ବିଦ୍ୟୁତ୍‌କରଣ କାର୍ଯ୍ୟ ଜାରି ରହିଛି। ତେବେ ଏବେ ବି ଛତିଶଗଡ଼ର ବଳରାମପୁର ଜିଲା...

ଜମ୍ମୁ-କଶ୍ମୀର ପ୍ରସଙ୍ଗ: ଶାନ୍ତିଦୂତ ହେବାକୁ ଚାହାଁନ୍ତି ମୋଗଲ ବଂଶଜ ୟାକୁବ୍‌; ରାଷ୍ଟ୍ରପତିଙ୍କୁ ଲେଖିଛନ୍ତି ଚିଠି

ହାଇଦ୍ରାବାଦ୍‌,୨୦।୮: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଶାନ୍ତିଦୂତ ହେବା ପାଇଁ ମୋଗଲ ବଂଶଜ ୟାକୁବ୍‌ ହବିବୁଦ୍ଦିନ୍‌ ତୁସି ଇଛା ପ୍ରକାଶ କରିଛନ୍ତି। ଏନେଇ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ...

ଆରମ୍ଭ ହେଲା କ୍ୟାବିନେଟ୍‌ ବୈଠକ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି। ଗୋଟିଏ ସପ୍ତାହ ମଧ୍ୟରେ କେନ୍ଦ୍ର କ୍ୟାବିନେଟର ଏହା ଦ୍ବିତୀୟ ବୈଠକ। ବୈଠକରେ ଅନେକ...

୬୦୦ ବର୍ଷ ପୁରୁଣା ଦରଘାରେ ରହିଛି ଗାଈ ମଜାର

ଅଯୋଧ୍ୟା,୧୬।୨: ଦେଶରେ ମନ୍ଦିର -ମସଜିଦ୍‌ ନେଇ ବିବାଦ ଜାରି ରହିଛି। ତେବେ ଅଯୋଧ୍ୟାରେ ଏକ ୬୦୦ ବର୍ଷ ପୁରୁଣା ଦରଘାରେ ଏକ ଗାଈର ବଜାର ରହିଛି।...

ଏସିଆର ସବୁଠୁ ବଡ ବସ୍ତିରେ ଲାଗିଲା କରୋନା ବ୍ରେକ୍‌

ମୁମ୍ବାଇ,୮।୭:ମୁମ୍ବାଇରେ ଅବସ୍ଥିତ ଏସିଆର ସବୁଠୁ ବଡ ବସ୍ତି ଧରାବୀ କରୋନା ସଂକମିତଙ୍କ ସଖ୍ୟା କମିଯାଇଛି। ମଙ୍ଗଳବାର ଏଠାରେ କେବଳ ଗୋଟିଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଯାଞ୍ଚ କରିବାକୁ ପଡିବ ରାମଦେବଙ୍କ କରୋନା ଔଷଧ: ଆୟୁଷ ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୬: ଯୋଗଗୁରୁ ବାବା ରାମଦେବଙ୍କ ପତଞ୍ଜଳି ଆୟୁର୍ବେଦ ମଙ୍ଗଳବାର କରୋନା ସଂକ୍ରମଣ ଠିକ୍‌ କରିବାକୁ ଔଷଧ ପ୍ରସ୍ତୁତ କରିଥିବା ଦାବି କରିଥିଲା। ଏହାପରେ ଏହି କରୋନା...

Coronavirus Update


Archives

Model This Week

Why Dharitri