Posted inଜାତୀୟ

ପୂର୍ବା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ

କାନପୁର,୨୦।୪: ଉତ୍ତର ପ୍ରଦେଶର କାନପୁରଠାରେ ହାଓ୍ବଡା-ନୂଆଦିଲ୍ଲୀ ପୂର୍ବା ଏକ୍ସପ୍ରେସର ୧୨ଟି କୋଚ୍‌ ଶନିବାର ସକାଳେ ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ମିଳିଛି। ଏଥିରେ କେବଳ ୩ ଜଣ ଆହତ ହୋଇଥିବା ବେଳେ ସେମିତି କିଛି ବିଶେଷ କ୍ଷତି ହୋଇ ନ ଥିବା ଜଣାପଡିଛି। ଏହି ଦୁର୍ଘଟଣା ଯୋଗୁ ନର୍ଥ ସେଣ୍ଟ୍ରାଲ ରେଲଓ୍ବେର ୧୧ଟି ଟ୍ରେନ୍‌କୁ ବାତିଲ କରାଯିବା ସହ ୮ର ଦିଗ ପରିବର୍ତ୍ତନ କରାଯାଇଛି। ସେହିପରି ଇଷ୍ଟ ସେଣ୍ଟ୍ରାଲ ରେଲଓ୍ବେର ୨୪ଟି ଟ୍ରେନ୍‌ର ଗତିପଥରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଅଟକାଇଥିଲା ଅଯୋଧ୍ୟା ରାୟ

ମାନିକା/ଲୋହାରଡ଼ାଗା,୨୨-୧୧(ପି.ଟି.):କଂଗ୍ରେସ ଅଯୋଧ୍ୟା ରାୟକୁ ସୁପ୍ରିମକୋର୍ଟରେ ଅଟକାଇଥିଲା ଓ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ଝୁଲାଇ ରଖିଥିଲା ବୋଲି ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ ସମାଲୋଚନା କରିଛନ୍ତି।...

ଲୋକ ସଭା, ବିଧାନସଭାରେ ସ୍ଥାନ ସଂରକ୍ଷଣ ଅବଧି ୧୦ ବର୍ଷ ବଢ଼ିବ

ନୂଆଦିଲ୍ଲୀ, ୧୩ା୧୨(ଆଇଏଏନ୍‌ଏସ୍‌):ଲୋକ ସଭା ଓ ରାଜ୍ୟ ବିଧାନସଭାଗୁଡ଼ିକରେ ଏସ୍‌ସି ଏବଂ ଏସ୍‌ଟିଙ୍କ ଲାଗି ସ୍ଥାନ ସଂରକ୍ଷଣ ଅବଧି ଆଉ ୧୦ ବର୍ଷ ବଢ଼ିବ। ଏ ସମ୍ପର୍କିତ ସମ୍ବିଧାନ...

ଦଶମ ଶ୍ରେଣୀ ପ୍ରଶ୍ନପତ୍ରକୁ ନେଇ ଉଠିଲା ବିବାଦ: ପ୍ରଦର୍ଶନକାରୀ କୃଷକଙ୍କୁ କୁହାଗଲା ହିଂସାକାରୀ

ଚେନ୍ନାଇ,୨୦ ।୨: କୃଷକ ଆନ୍ଦୋଳନକୁ ନେଇ ଏକ ନୂଆ ବିବାଦ ମୁଣ୍ଡ ଟେକିଛି । ଚେନ୍ନାଇର ଏକ ସିବିଏସ୍‌ଇ ସ୍କୁଲର ପ୍ରଶ୍ନପତ୍ରରେ ଆସିଥିବା ପ୍ରଶ୍ନ ଏବେ...

ଭାରତ ସହ ଅଛୁ: ବ୍ରିଟେନ୍‌

ନୂଆଦିଲ୍ଲୀ, ୨୫।୪: ଭାରତରେ କରୋନାର ଭୟଙ୍କର ସ୍ଥିତି ବେଳେ ସହାୟତା ଯୋଗାଇଦେବାକୁ ଆମେରିକା, ୟୁରୋପୀୟ ୟୁନିୟନ, ଇସ୍ରାଏଲ୍‌, ଜର୍ମାନୀ, କାନାଡା ପ୍ରଭୃତି ଦେଶ ଆଗେଇ ଆସିଛନ୍ତି।...

ପ୍ରତି ନାଗରିକ ସମ୍ବିଧାନ ଜାଣିବା ଜରୁରୀ

ନୂଆଦିଲ୍ଲୀ, ୧ା୮: ସମ୍ବିଧାନ ସମସ୍ତଙ୍କ ପାଇଁ। ଏକ ସାମ୍ବିଧାନିକ ଗଣତନ୍ତ୍ର ସେତେବେଳେ ଅଗ୍ରଗତି କରିପାରିବ ଯେତେବେଳେ ନାଗରିକମାନେ ସେମାନଙ୍କ ସମ୍ବିଧାନ ପ୍ରଦତ୍ତ ଅଧିକାର ଏବଂ କର୍ତ୍ତବ୍ୟ...

ଐଶ୍ୱର୍ଯ୍ୟାଙ୍କୁ ଆୟକର ନୋଟିସ

ମୁମ୍ବାଇ, ୧୯।୧: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ଆୟକର (ଆଇଟି) ବିଭାଗ ନୋଟିସ୍‌ କରିଛି। ମହାରାଷ୍ଟ୍ରର ନାଶିକ ସହର ନିକଟରେ ସିନ୍ନାର ଜିଲାରେ ଥିବା...

ସିସୋଡିଆଙ୍କୁ ଲାଗିଲା ଝଟକା, ୧୨ ମେ’ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୭।୪: ଅବକାରୀ ନୀତି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି(ଏଏପି) ନେତା ମନିଷ ସିସୋଡିଆଙ୍କୁ ପୁଣି ଝଟକା ଲାଗିଛି। ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ...

ମାଙ୍ଗାଲୁରୁ ଅଟୋରିକ୍ସା ବିସ୍ଫୋରଣରେ ଆତଙ୍କବାଦୀ ଲିଙ୍କ୍‌

ମାଙ୍ଗାଲୁରୁ,୨୦।୧୧: କର୍ନାଟକ ମାଙ୍ଗାଲୁରୁରେ ଶନିବାର ଘଟିଥିବା ଅଟୋରିକ୍ସା ବିସ୍ଫୋରଣ ଘଟଣାରେ ଆତଙ୍କବାଦୀ ଲିଙ୍କ୍‌ ରହିଥିବା ଜଣାପଡିଛି। କର୍ନାଟକ ପୋଲିସ ଡିଜି ପ୍ରବୀଣ ସୁଦ୍‌ ଏହି ସୂଚନା...

Advertisement
Archives

Model This Week