ଇରାନରେ ପପ୍‌ ଗାୟକଙ୍କୁ ମୃତ୍ୟୁଦଣ୍ଡ

ତେହରାନ,୨୧।୧: ପ୍ରଫେଟ୍‌ ମହମ୍ମଦଙ୍କୁ ନିନ୍ଦା କରିଥିବା ଲୋକପ୍ରିୟ ପପ୍‌ ଗାୟକ ଅମିର ହୋସେଇନ୍‌ ମଘସୌଡଲୁ ଓରଫ ଟାଟାଲୁଙ୍କୁ ଇରାନର ଏକ ଅଦାଲତ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ମହମ୍ମଦଙ୍କୁ ନିନ୍ଦା କରିବା ଘଟଣାରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ପୂର୍ବରୁ ତଳକୋର୍ଟ ତାଙ୍କୁ ୫ ବର୍ଷ ଜେଲଦଣ୍ଡ ଦେଇଥିବାବେଳେ ଏହା ବିରୋଧରେ ସରକାରୀ ଓକିଲ କରିଥିବା ଆବେଦନକୁ ସୁପ୍ରିମକୋର୍ଟ ଗ୍ରହଣ କରିଥିଲେ। ମାମଲାର ପୁନର୍ବାର ବିଚାର କରାଯାଇ ଟାଟାଲୁଙ୍କୁ ମୃତ୍ୟୁଦଣ୍ଡାଦେଶ ଦିଆଯାଇଛି। ତେବେ ଅଭିଯୁକ୍ତ ରାୟ ବିରୋଧରେ ଅପିଲ କରିପାରିବେ ବୋଲି ରିପୋର୍ଟରେ କୁହାଯାଇଛି। ୩୭ ବର୍ଷୀୟ ପପ୍‌ ଗାୟକ ୨୦୧୮ରୁ ଇସ୍ତାନବୁଲ୍‌ରେ ରହୁଥିଲେ। ୨୦୨୩ ଡିସେମ୍ବରରେ ତୁର୍କୀ ପୋଲିସ ତାଙ୍କୁ ଇରାନକୁ ହସ୍ତାନ୍ତର କରିଥିଲା। ସେବେଠାରୁ ସେ ଇରାନରେ ଅଟକ ରହିଥିଲେ। ବେଶ୍ୟାବୃତ୍ତିକୁ ପ୍ରୋତ୍ସାହିତ କରିବା ଓ ଅନ୍ୟାନ୍ୟ ମାମଲାରେ ମଧ୍ୟ ତାଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କ ଖେଳାଇଲା ପିକଅପ୍‌ ଭ୍ୟାନ୍‌: ଦୁଇ ବାଇକ୍‌କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍‌କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…

ମହଙ୍ଗା ହେବ ବସ ଯାତ୍ରା, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୧୧: ଏଣିକି ମହଙ୍ଗା ହେବ ବସ ଯାତ୍ରା। ଗୁରୁବାର ରାଜ୍ୟ ସରକାର ବସ ଭଡ଼ା ବୃଦ୍ଧି କରିଛନ୍ତି। ସବୁଠାରୁ ଅଧିକ ସ୍ଲିପର ଏସି କୋଚ ବସ ଭଡ଼ା…

ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…

ରୋହିତ-ଗାଏକୱାଡ କରିବେ ଓପନିଂ, ସିରାଜଙ୍କ ପ୍ରତ୍ୟାବର୍ତ୍ତନ… ଚତୁର୍ଥ ODI ପାଇଁ ଭାରତର Playing XI କିପରି ରହିବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ ପାଇଁ ଭାରତର ଚୂଡ଼ାନ୍ତ ଏକାଦଶରେ (Playing XI) କିଛି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଶୁବମନ ଗିଲ ବାକି ଥିବା…

ଦୂର ହେବ LPG ଚିନ୍ତା, ଗ୍ୟାସ ସଂରକ୍ଷିତ କରି ରଖିବାକୁ ସରକାର କରିଛନ୍ତି ବଡ଼ ଯୋଜନା!

ନୂଆଦିଲ୍ଲୀ,୧୨।୧୧: ଭାରତ କର୍ନାଟକର ମାଙ୍ଗାଲୁରୁରେ ଦେଶର ସବୁଠାରୁ ବଡ଼ ଏଳପିଜି (LPG) ଭଣ୍ଡାର ଗୁମ୍ଫା ନିର୍ମାଣ କରିଛି। ଭୂପୃଷ୍ଠରୁ ପ୍ରାୟ ୧୬୦ ମିଟର ତଳେ ଅବସ୍ଥିତ ଏହି…

ବଚ୍ଚନ ହତ୍ୟା ମାମଲାର ରାୟ ପ୍ରକାଶ: ଦୁଇ ଭାଇଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ବିବଶ୍ବତ ଗୌତମ ଗୁରୁବାର ଏକ ହତ୍ୟା ମାମଲାର ଶୁଣାଣି କରି ଚୂଡାନ୍ତ ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?