Posted inଖେଳ

ସକାଳୁ ମିଳିଲା ଡବଲ ଉଇକେଟ୍‌, ତଥାପି ଲଢ଼ୁଛି ଇଂଲଣ୍ଡ

ଲଣ୍ଡନ,୩।୯: ସ୍ଥାନୀୟ କେନ୍ନିଂଟନ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ୪ର୍ଥ ଟେଷ୍ଟରେ ଦ୍ୱିତୀୟ ଦିନ ଲଞ୍ଚ ସୁଦ୍ଧା ମ୍ୟାଚ୍‌ ବରାବର ସ୍ଥିତିରେ ରହିଛି। ପୂର୍ବଦିନର ଅସମାପ୍ତ ପ୍ରଥମ ଇନିଂସ ସ୍କୋର (୫୩/୩)ରୁ ବ୍ୟାଟିଂ ଆରମ୍ଭ କରିଥିଲା ଇଂଲଣ୍ଡ। ସକାଳୁ ସକାଳୁ ଉମେଶ ଯାଦବ ଭାରତକୁ ଦୁଇଟି ସଫଳତା ଆଣି ଦେଇଥିଲେ। ଲାଗୁଥିଲା ଇଂଲଣ୍ଡ ଦଳ ଖୁବ୍‌ ଶୀଘ୍ର ଅଲଆଉଟ୍‌ ହୋଇଯିବ। କିନ୍ତୁ ଜନ୍ନି ବେଆରଷ୍ଟୋ (୩୪) ଓ ଓଲି ପୋପ (୩୮)ଙ୍କ ଯୋଡ଼ି ଭାରତୀୟ ବୋଲରଙ୍କୁ ପାଲଟା ଜବାବ ଦେଇଛି। ଫଳରେ ଦ୍ୱିତୀୟ ଦିନର ଲଞ୍ଚ ସୁଦ୍ଧା ୫ ଉଇକେଟ ହରାଇ ୧୩୯ ରନ୍‌ କରିବାକୁ ସକ୍ଷମ ହୋଇଛି ଘରୋଇ ଇଂଲଣ୍ଡ ଦଳ। ଇନିଂସ ଅଗ୍ରଣୀ ପାଇଁ ଇଂଲଣ୍ଡକୁ ବଳକା ୫ ଉଇକେଟରେ ୫୨ ରନ୍‌ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri