ଦେବସହାୟମ୍‌ଙ୍କୁ ସନ୍ଥ ଘୋଷଣା କଲେ ପୋପ୍‌

ଭାଟିକାନ୍‌ ସିଟି, ୧୬ା୫: ଅଷ୍ଟାଦଶ ଶତାବ୍ଦୀରେ ହିନ୍ଦୁରୁ ଖ୍ରୀଷ୍ଟଧର୍ମ ଆପଣାଇଥିବା ଦେବସହାୟମ ପିଲାଇଙ୍କୁ କ୍ୟାଥୋଲିକ୍‌ ଚର୍ଚ୍ଚର ମୁଖ୍ୟ ପୋପ୍‌ ଫ୍ରାନ୍ସିସ୍‌ ରବିବାର ସନ୍ଥ ଘୋଷଣା କରିଛନ୍ତି। ଲାଜାରସ୍‌ ଭାବେ ମଧ୍ୟ ଜଣା ଦେବସହାୟମ୍‌ ଜନ୍ମର ୩୦୦ ବର୍ଷ ପରେ ଏହି ଉପାଧି ପାଇଛନ୍ତି। ଭାଟିକାନ୍‌ ସିଟିରେ ଆୟୋଜିତ ଏକ ଉତ୍ସବରେ ପୋପ୍‌ଙ୍କ ଦ୍ୱାରା ସନ୍ଥ ଘୋଷିତ ହେବାରେ ଦେବସହାୟମ୍‌ ହେଉଛନ୍ତି ପ୍ରଥମ ଭାରତୀୟ।

କନ୍ୟାକୁମାରୀରେ ନିଲକାନ୍ଦନ ପିଲାଇ ଏକ ହିନ୍ଦୁ ପରିବାରରେ ଜନ୍ମ ଗ୍ରହଣ କରିଥିଲେ। ୧୭୪୫ରେ ସେ ଖ୍ରୀଷ୍ଟ ଧର୍ମ ଅବଲମ୍ବନ କରିବା ସହ ତାଙ୍କ ନାମ ଦେବସହାୟମ ଏବଂ ଲାଜାରସ୍‌ ରଖିଥିଲେ। ଜାତିଗତ ଭେଦଭାବ ବିରୋଧରେ ଲଢ଼େଇବେଳେ ୧୭୫୨ରେ ତାଙ୍କୁ ହତ୍ୟା କରାଯାଇଥିଲା। ଭାଟିକାନ୍‌ ୨୦୧୨ରେ ତାଙ୍କୁ ବଳିଦାନକୁ ଚିହ୍ନଟ କରିଥିଲା। ୨୦୧୩ରେ ଜଣେ ମହିଳାଙ୍କ ଜୀବନରେ ବଡ଼ ଧରଣର ପରିବର୍ତ୍ତନ ଘଟିଥିଲା। ସେ ୭ ମାସର ଗର୍ଭବତୀ ଥିବାବେଳେ ଡାକ୍ତର ତାଙ୍କ ଭ୍ରୂଣକୁ ମୃତ ଘୋଷଣା କରିଥିଲେ। ସେହି ସମୟରେ ମହିଳା ଜଣକ ଦେବସହାୟମ୍‌ ନିକଟରେ ପ୍ରାର୍ଥନା କରିବା ପରେ ତାଙ୍କ ଶିଶୁ ନୂଆ ଜୀବନ ପାଇଥିବା ଦାବି କରିଥିଲେ। ଏହା ପରେ ଭାଟିକାନ୍‌ ଦେବସହାୟମ୍‌ଙ୍କୁ ସନ୍ଥ ଉପାଧି ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri