Posted inଖେଳ

ପୋପିରିନଙ୍କୁ ସିଙ୍ଗାପୁର ଏଟିପି ଟାଇଟଲ

ସିଙ୍ଗାପୁର,୧।୩: ଅଷ୍ଟ୍ରେଲିଆର ଆଲେକ୍ସେଇ ପୋପିରିନ୍‌ ସିଙ୍ଗାପୁର ଏଟିପି ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ସେ କାଜାଖସ୍ତାନର ଆଲେକଜାଣ୍ଡର ବଲବିକ୍‌ଙ୍କୁ ୪-୬, ୬-୦, ୬-୨ସେଟ୍‌ରେ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି। ପ୍ରଥମ ସେଟ୍‌ରେ ପରାସ୍ତ ହୋଇଥିଲେ ମଧ୍ୟ ପରେ ସେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଥିଲେ ଓ ବାକି ଦୁଇଟି ସେଟ୍‌ ଜିତିନେଇଥିଲେ। ଅନ୍ୟପଟେ ବଲବିକ୍‌ ଚତୁର୍ଥ ଥର ପାଇଁ କୌଣସି ଏଟିପି ଟୁର୍ନାମେଣ୍ଟର ଫାଇନାଲରେ ପରାସ୍ତ ହୋଇ ଟାଇଟଲ ହାସଲରୁ ବଞ୍ଚିତ ହୋଇଛନ୍ତି। ୨୧ ବର୍ଷୀୟ ପୋପିରିନ୍‌ ସେମିଫାଇନାଲରେ ମାରିନ୍‌ ସିଲିକଙ୍କୁ ଶନିବାର ୭-୬, ୭-୬ ସେଟ୍‌ରେ ହରାଇ ଫାଇନାଲକୁ ଉଠିଥିଲେ।
ସେହିପରି ଡବଲ୍ସରେ ବେଲଜିୟମ ଯୋଡି ସାଣ୍ଡର ଗାଇଲ ଓ ଜୋରାନ ଭିଲିଜେନ ୬-୨, ୬-୩ ସେଟ୍‌ରେ ଅଷ୍ଟ୍ରେଲିଆର ମାଥ୍ୟୁ ଏବଡେନ ଓ ଜନ ପାଟ୍ରିକ ସ୍ମିଥ୍‌ଙ୍କୁ ହରାଇ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?