Posted inଜାତୀୟ

ଶୁକ୍ରବାର କେରଳରେ ହରତାଳ

ଥିରୁଭାନନ୍ଥପୁରମ୍‌,୨୨।୯(ପି.ଟି.): ଏନ୍‌ଆଇଏ ଏବଂ ଇଡି ଚଢ଼ାଉ ପ୍ରତିବାଦରେ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ପକ୍ଷରୁ ଗୁରୁବାର ସାରା କେରଳରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର କାର୍ଯ୍ୟକୁ ବିରୋଧ କରି ଉକ୍ତ ସଂଗଠନ ପକ୍ଷରୁ ସେପ୍ଟେମ୍ବର ୨୩ ଅର୍ଥାତ୍‌ ଶୁକ୍ରବାର ପୁଣି ଥରେ କେରଳରେ ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ୧୨ ଘଣ୍ଟିଆ ହରତାଳ ଡାକରା ଦିଆଯାଇଛି। ପିଏଫ୍‌ଆଇର ନେତାମାନଙ୍କୁ ଗିରଫ କରାଯିବା ରାଷ୍ଟ୍ର ପ୍ରାୟୋଜିତ ଆତଙ୍କବାଦ ବୋଲି ପିଏଫ୍‌ଆଇ କହିଛି। ଭିନ୍ନ ସ୍ବରକୁ ଚାପିଦେବା ଲାଗି କେନ୍ଦ୍ରୀୟ ସଂସ୍ଥାର ଅପବ୍ୟବହାର କରୁଥିବା ଆର୍‌ଏସ୍‌ଏସ୍‌ ନିୟନ୍ତ୍ରିତ ସରକାରଙ୍କ ବିରୋଧରେ ହରତାଳ ଡାକରା ଦିଆଯାଇଥିବା ପିଏଫ୍‌ଆଇ ରାଜ୍ୟ ସାଧାରଣ ସମ୍ପାଦକ ଏ. ଅବଦୁଲ ସଥାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri