ଜୀବନ ଯୁଦ୍ଧରେ ହାରିଗଲେ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର

ଭୁବନେଶ୍ୱର,୨୫।୧: ରବିବାର ସକାଳ ଓଲିଉଡ ଜଗତ ପାଇଁ ଏକ ଦୁଖଦ ସକାଳ ଥିଲା। ବେଶ କିଛିଦିନ ଧରି ଚିକିତ୍ସାଧିନ ଥିବା ଓଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ ହୋଇଛି। ଏହି ଖବର ପାଇବା ପରେ ସମଗ୍ର ଓଲିଉଡ ଦୁନିଆରେ ଶୋକର ଛାୟା ଖେଳିଯାଇଛି। ସୂଚନାଯୋଗ୍ୟ,୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଅଭିଜିତଙ୍କ ଦେହାନ୍ତ ହୋଇଛି। ଲିଭର୍‌ ଜନିତ ସମସ୍ୟା ପରେ ସେ ଚିକିତ୍ସିତ ହେଉଥିଲେ। ଏହି ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତଙ୍କ … Continue reading ଜୀବନ ଯୁଦ୍ଧରେ ହାରିଗଲେ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର