ଖ୍ୟାତନାମା ଗାୟିକା ବାଣୀ ଜୟରାମଙ୍କ ପରଲୋକ

ଚେନ୍ନାଇ: ସଙ୍ଗୀତଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ପୁରସ୍କାର ବିଜେତା କିମ୍ବଦନ୍ତୀ ଗାୟକ ବାଣୀ ଜୟରାମଙ୍କ ୭୭ ବର୍ଷ ବୟସରେ ଶନିବାର ପରଲୋକ ଘଟିଛି। ଚେନ୍ନାଇସ୍ଥିତ ଘରୁ ତାଙ୍କ ମୃତଦେହ ମିଳିଛି। ଏହି ଖବର ସମସ୍ତଙ୍କୁ ଚକିତ କରିଥିବା ବେଳେ ଚାରିଆଡେ ଶୋକର ଛାୟା ଖେଳିଯାଇଛି।

ନିକଟରେ ଜଣେ ବୃତ୍ତିଗତ ଗାୟିକା ଭାବେ ବାଣୀ ସଙ୍ଗୀତଜଗତରେ ୫୦ ବର୍ଷ ପୂରଣ କରିଥିଲେ। ସେ ତାଙ୍କ କ୍ୟାରିୟରରେ ୧୦,୦୦୦ରୁ ଅଧିକ ଗୀତ ରେକର୍ଡ କରିଥିଲେ। ବାଣୀ ଆର୍‌ଡି ବର୍ମନ, କେ.ଭି. ମହାଦେବନ, ଓପି ନାୟାର ଏବଂ ମଦନ ମୋହନଙ୍କ ସମେତ ଅନେକେ ପ୍ରସିଦ୍ଧ ସଙ୍ଗୀତକାରଙ୍କ ସହ କାମ କରିଥିଲେ।

ବାଣୀ ତାମିଲ, ତେଲୁଗୁ, କନ୍ନଡ,ମାଲାୟାଲାମ, ହିନ୍ଦୀ, ଉର୍ଦ୍ଦୁ, ମରାଠୀ, ବଙ୍ଗାଳୀ, ଭୋଜପୁରୀ ଏବଂ ଓଡ଼ିଆ ଭାଷାରେ ଅନେକ ଗୀତ ଗାଇଥିଲେ। ତାଙ୍କୁ ତାମିଲନାଡୁ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, କେରଳ, ଗୁଜରାଟ ଏବଂ ଓଡ଼ିଶା ପକ୍ଷରୁ ରାଜ୍ୟ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ମୃତ ୪ଶହ ଲୋକଙ୍କ ଅନ୍ତିମ ସଂସ୍କାର କରିଛନ୍ତି ଏହି ବ୍ୟକ୍ତି

କରୋନା ସମୟରେ ଅନେକ ଘଟଣା ଶୁଣିବାକୁ ମିଳିଛି। ଅନେକ ଲୋକଙ୍କର କାମଧନ୍ଦା ବନ୍ଦ ହୋଇଯାଇଛି ତ ଆଉ କେହି ଶହରରୁ ଜୀବିବା ହରାଇ ଗାଁକୁ ଚାଲିଆସିଛନ୍ତି।...

ନଦୀରେ ଦୁର୍ଘଟଣା, ମିଳୁନି ଅନେକ ଯାତ୍ରୀଙ୍କ ପତ୍ତା

ଗୁଆହାଟି,୮।୯: ଆସାମର ଜୋର୍ହାଟଠାରେ ବ୍ରହ୍ମପୁତ୍ର ନଦୀରେ ଦୁଇଟି ଯାତ୍ରୀବାହି ବୋଟ ମଧ୍ୟରେ ଧକ୍କା ହୋଇଛି। ଉଭୟ ବୋଟରେ ଅତିକମ୍‌ରେ ୧୦୦ ଯାତ୍ରୀ ଥିଲେ। ଦୁର୍ଘଟଣା ପରେ...

ସାହିନ ବାଗରୁ ୪୦୦କୋଟିର ହେରୋଇନ୍‌ ଜବତ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ସ୍ଥିତ ସାହିନ ବାଗ ଅଞ୍ଚଳରୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି)କୁ ଏକ ବଡ଼ ସଫଳତା ମିଳିଛି। ସାହିନ ବାଗର ଜାମିଆ ଅଞ୍ଚଳରେ ଏନ୍‌ସିବି ଟିମ୍‌...

ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ, ୧୯।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି...

ଫିଲ୍ମ ‘ପଙ୍ଗା’କୁ ନିଜ ମା’ଙ୍କୁ ସମର୍ପିତ କଲେ କଙ୍ଗନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ଅଭିନୀତ ଫିଲ୍ମ ‘ପଙ୍ଗା’ର ଟ୍ରେଲର୍‌ ନିକଟରେ ରିଲିଜ୍‌ ହୋଇଛି। ଏହାକୁ ଦର୍ଶକେ ଖୁବ୍‌ ପସନ୍ଦ କରିଥିବା ବେଳେ ଏଥିରେ...

ଡିସେମ୍ବର ୨ରୁ ‘ମିଶନ ଇନ୍ଦ୍ରଧନୁଷ୍‌ ୨.୦’: ୧୧ ରୋଗ ପାଇଁ ହେବ ଟିକାକରଣ

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଶିଶୁଙ୍କୁ ବିଭିନ୍ନ ମାରାତ୍ମକ ରୋଗରୁ ରକ୍ଷା କରିବା ଲାଗି ସରକାର ବ୍ୟାପକ ଟିକାକରଣ ଉପରେ ଗୁରୁତ୍ୱ ଦେଉଛନ୍ତି। ମସ୍ତିଷ୍କ ଜ୍ୱର ନିରାକରଣ ପାଇଁ...

୫ରେ ଭାରତ ଆସିବେ ହାସିନା

ନୂଆଦିଲ୍ଲୀ,୧ା୯: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଆସନ୍ତା ୫ରେ ଭାରତ ଆସିବେ। ହାସିନା ୫ରୁ ୮ ତାରିଖ ପର୍ଯ୍ୟନ୍ତ ଭାରତରେ ରହିବେ ବୋଲି ଗୁରୁବାର ବହିର୍ବ୍ୟାପାର...

ବିବାହ ବନ୍ଧନରେ ବାନ୍ଧି ହେଲେ ଏହି ଲୋକପ୍ରିୟ ଅଭିନେତା, ପ୍ରେମିକାଙ୍କ ଧରିଲେ ହାତ

ବମ୍ବେ: ହାତକୁ ଦୁଇ ହାତ ହୋଇଛନ୍ତି ଲୋକପ୍ରିୟ ଟେଲି ଅଭିନେତା ବିକ୍ରମ ସିଂହ ଚୌହାନ। ପ୍ରେମିକା ସ୍ନେହା ଶୁକ୍ଳାଙ୍କୁ ବିବାହ କରିଛନ୍ତି ସେ। କରୋନା ସଂକ୍ରମଣକୁ...

Advertisement
Archives

Model This Week