ପପ ଷ୍ଟାର ତଥା ଅଭିନେତ୍ରୀ ଓଲିଭିଆ ନିଉଟନ ଜନଙ୍କ ପରଲୋକ

ୱାଶିଂଟନ,୯ ।୮: ଚାରି ଥର ଗ୍ରାମି ଆୱାର୍ଡ ବିଜେତା ଗାୟିକା ତଥା ଅଭିନେତ୍ରୀ ଓଲିଭିଆ ନ୍ୟୁଟନ ଜନଙ୍କର ୭୩ ବର୍ଷ ବୟସରେ ପରଲୋକ ହୋଇଛି । ତାଙ୍କ ସ୍ୱାମୀ ଜନ ଇଷ୍ଟରଲିଙ୍ଗ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ସୂଚନା ଦେଇଛନ୍ତି ।
ଇଷ୍ଟରଲିଙ୍ଗ କହିଛନ୍ତି, ପ୍ରାୟ ୩୦ ବର୍ଷରୁ ଅଧିକ ସମୟ ହେବ ଓଲିଭିଆ କ୍ୟାନସରରେ ପୀଡିତ ଥିଲେ । ତେବେ ସ୍ୱାମୀ, ଝିଅ, ଭଉଣୀ, ଭାଇ ସମେତ ଏକ ବଡ ପରିବାରକୁ ଛାଡି ସେ ସବୁଦିନ ପାଇଁ ଚାଲିଯାଇଛନ୍ତି ବୋଲି ଇଷ୍ଟରଲିଙ୍ଗ କହିଛନ୍ତି ।
ୟୁଏସ ଟୁଡେର ରିପୋର୍ଟ ଅନୁଯାୟୀ, ୨୬ ସେପ୍ଟେମ୍ବର ୧୯୪୮ରେ ଓଲିଭିଆ ଇଂଲଣ୍ଡର କେମ୍ବ୍ରିଜରେ ଜନ୍ମଲାଭ କରିଥିଲେ । ମାତ୍ର ୫ ବର୍ଷ ବୟସରେ ସେ ତାଙ୍କ ପରିବାର ସହ ଅଷ୍ଟ୍ରେଲିଆ ଚାଲିଯାଇଥିଲେ । ସେଠାରେ ସେ ଗୀତ ଶିକ୍ଷା କରିବା ସହ ମାତ୍ର ୧୬ ବର୍ଷ ବୟସରେ ଏକ ଟ୍ୟାଲେଣ୍ଟ ଶୋ’ ବିଜେତା ହୋଇଥିଲେ । ଏହାପରେ ସେ ପୁଣି ଇଂଲଣ୍ଡ ଚାଲି ଆସିଥିଲେ । ଏହାପରେ ସେ ଗୀତକୁ ପେଶା ଓ ନିଶାରେ ପରିଣତ କରି ପାଠପଢା ଛାଡି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଶିଖ୍‌ ପୋଲିସ ଅଫିସରଙ୍କୁ ହତ୍ୟା

ହ୍ୟୁଷ୍ଟନ,୨୯ା୯(ପି.ଟି.): ଆମେରିକାର ଟେକ୍ସାସରେ ଜଣେ ଭାରତୀୟ-ଆମେରିକୀୟ ଶିଖ୍‌ ପୋଲିସ ଅଫିସରଙ୍କୁ ହତ୍ୟା କରାଯାଇଛି। ଆମେରିକା ପୋଲିସ ବିଭାଗରେ ସନ୍ଦିପ୍‌ ସିଂ ଧଲିଓ୍ବାଲଙ୍କୁ ଦାଢ଼ି ରଖିବା ଓ...

ଜଣେ କରୋନା ସଂକ୍ରମିତ ମିଳିବା ପରେ ସମ୍ପୂର୍ଣ୍ଣ ଦେଶରେ ଲକଡାଉନ୍ ଘୋଷଣା

ୱେଲିଂଟନ,୧୭ ।୮: କରୋନାକୁ ନେଇ ବେଶ୍ ସଚେତନ ନ୍ୟୁଜିଲାଣ୍ଡ ସରକାର । ମଙ୍ଗଳବାର ନ୍ୟୁଜିଲାଣ୍ଡର ଓକଲ୍ୟାଣ୍ଡରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ପ୍ରଧାନମନ୍ତ୍ରୀ...

ଗୋଟିଏ ମେସେଜ୍‌ରୁ ପ୍ରେମରେ ପଡ଼ିଥିଲେ ସୁସ୍ମିତା, ଜାଣିଲେ…

ମୁମ୍ବାଇ: ମଡେଲ ରେହମନ ଶଲ ଏପର୍ଯ୍ୟନ୍ତ ଅନେକ ଫ୍ୟାଶନ ଶୋ’ରେ ପ୍ରସିଦ୍ଧ ଡିଜାଇନରମାନଙ୍କ ପାଇଁ ର଼୍ୟାମ୍ପ ଓ୍ବାକ୍‌ କରିଛନ୍ତି। ତେବେ ବଲିଉଡ୍‌ର ପ୍ରସିଦ୍ଧ ଅଭିନେତ୍ରୀ ତଥା...

ଭାରତ-ଚାଇନା ସ୍ଥିତି ନେଇ ଚିନ୍ତା ବ୍ୟକ୍ତ କଲା ଜାତିସଂଘ…

ଜେନେଭା,୧୪।୧୨ : ଅରୁଣାଚଳର ତୱାଙ୍ଗରେ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି) ରେ ଭାରତ ଏବଂ ଚାଇନା ସୈନିକଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟର ପ୍ରସଙ୍ଗ ବର୍ତ୍ତମାନ...

ସେକ୍ସୁଆଲ ହାରାସମେଣ୍ଟ ମାମଲାରେ ଫସିଥିଲେ ଅମିତାଭ!

ମୁମ୍ବାଇ: ବଲିଉଡ ମହାନାୟକ ଅମିତାଭ ବଚ୍ଚନ ୮୦ ବର୍ଷରେ ପାଦ ଥାପିଛନ୍ତି । ୮୦ ବର୍ଷ ବୟସରେ ବି ସେ ଦର୍ଶକଙ୍କ ଏତେ ନିକଟତର ଯେ...

ସିଦ୍ଧାର୍ଥଙ୍କ ପାଇଁ ରିୟା-ସୁଶାନ୍ତଙ୍କ ମଧ୍ୟରେ ହୋଇଥିଲା ଝଗଡ଼ା

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂଙ୍କ ଆତ୍ମହତ୍ୟା ପଛର କାରଣ ଖୋଜୁଛି ପୋଲିସ। ମାମଲାରେ ପ୍ରେମିକା ରିୟା ଚକ୍ରବର୍ତ୍ତୀ ସନ୍ଦେହ ଘେରରେ ଅଛନ୍ତି। ନିକଟରେ ବାନ୍ଦ୍ରା...

ହାର୍ଦ୍ଦିକଙ୍କ ପରେ ଏହି କ୍ରିକେଟରଙ୍କ ପ୍ରେମରେ ପଡ଼ିଥିଲେ ଉର୍ବଶୀ

ବଲିଉଡ ଜଣେ ଜଣାଶୁଣା ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ଲୁକ ଓ ଅଭିନୟ ପାଇଁ ପ୍ରାୟତଃ ଲାଇମ୍‌ଲାଇଟରେ ରୁହନ୍ତି। କମ ବୟସରେ ସେ ଅଭିନୟ ଜଗତରେ...

ରୁଗ୍ଣ ହାତୀକୁ ଚଲାଇ ମାରିଦେଲେ

କଲମ୍ବୋ, ୧୭ା୮: ହାଡ଼ କଙ୍କାଳ ଦେଖାଯାଉଥିବା ଏକ ୭୦ ବର୍ଷୀୟ ରୁଗ୍ଣ ହାତୀକୁ ଶ୍ରୀଲଙ୍କାରେ ଚଲାଇ ଚଲାଇ ମାରିଦେଇଥିବା ଜଣାପଡ଼ିଛି। ଏକ ବଡ ବୌଦ୍ଧ ମହୋତ୍ସବରେ ହାତୀଟିକୁ...

Advertisement
Archives

Model This Week