Humane Sagar Hospitalised: ବିଗିଡ଼ିଲା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା, ଏମ୍ସରେ ଭର୍ତ୍ତି

ଭୁବନେଶ୍ୱର,୧୪ା୧୧: ଓଲିଉଡର ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। କିଛି ଦିନ ଧରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ହ୍ୟୁମାନଙ୍କୁ କିଡନୀ ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ଅଧିକ ଚିକିତ୍ସା ପାଇଁ ଏମ୍ସକୁ ନିଆଯାଇଛି।

ଏହା ପୂର୍ବରୁ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ସ୍ନାୟୁ ଜନିତ ରୋଗ ‘Osmotic Demyelination Syndrome’ ଏବଂ ଅନ୍ୟାନ୍ୟ ସଂକ୍ରମଣ ଯୋଗୁଁ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ଗତ ୨୫ ସେପ୍ଟେମ୍ବରରେ ତାଙ୍କୁ ମେଡ଼ିସିନ୍ ୱାର୍ଡକୁ ଅଣାଯାଇଥିଲେ ବି, ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଆଜି ତାଙ୍କୁ ପୁଣିଥରେ ଆଇସିୟୁରେ ଭର୍ତ୍ତି କରାଯାଇଛି।

କିଛି ଦିନ ପୂର୍ବରୁ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ମଧ୍ୟ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଆଡମିଟ୍ ହୋଇଥିଲେ। ଏହିପରି ଭାବରେ କ୍ରମାଗତ ଓଲିଉଡର କଳାକାରଙ୍କ ଅସୁସ୍ଥତାକୁ ନେଇ ଚିନ୍ତା ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପୁଟିନଙ୍କୁ ରିଟର୍ନ ଉପହାର ଦେଲେ ମୋଦି: ରୁଷିଆ ନାଗରିକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

‘ଆତଙ୍କବାଦ ବିରୋଧରେ କାନ୍ଧକୁ କାନ୍ଧ ମିଶାଇ ଠିଆ ହେବା…’, ମୋଦି-ପୁଟିନଙ୍କ ମିଳିତ ବିବୃତ୍ତିରେ ପହଲଗାମ ଆକ୍ରମଣର ଉଲ୍ଲେଖ, ଛାନିଆ ହେଲାଣି ପାକିସ୍ତାନ!

ନୂଆଦିଲ୍ଲୀ,୫।୧୨: ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ବୈଠକ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ମିଳିତ ବିବୃତ୍ତି ଜାରି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri