Posted inଜାତୀୟ

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ । ଦିଲ୍ଲୀ ସ୍ଥିତ ପାର୍ଟି କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ସାମିଲ ହେବେ । ତେବେ ସେ ପୂର୍ବରୁ ପଶ୍ଚିମ ଚମ୍ପାରଣ ସିଟରୁ ନିର୍ବାଚନ ଲଢିବେ ବୋଲି ଘୋଷଣା କରିଥିଲେ।

କହିରଖୁଛୁ କି, ସେ ଏହା ପୂର୍ବରୁ ବିହାରର ଚନପଟିଆ ବିଧାନସଭା ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିସାରିଛନ୍ତି । ଯେଉଁଥିରେ କି ତାଙ୍କୁ ପରାଜୟର ସାମ୍ନା କରିବାକୁ ପଡିଥିଲା । ବିହାରର ବେତିୟା ଜିଲାରେ ରହିଥିବା ମନୀଷ ସେତେବେଳେ ବେଶ୍‌ ଚର୍ଚ୍ଚାକୁ ଆସିଥିଲେ, ଯେତେବେଳେ ତାଙ୍କର ମିଛ ଭାଇରାଲ ଭିଡିଓ କେସରେ ପୋଲିସ ଗିରଫ କରିଥିଲା । ପାଖାପାଖି ୯ ମାସ ଧରି ସେ ଜେଲରେ ରହିଥିଲେ । ତା ସହ ୟୁଟ୍ୟୁବରେ ମଧ୍ୟ ସେ ବେଶ ଲୋକପ୍ରିୟ ଅଟନ୍ତି । ତାଙ୍କ ଚ୍ୟାନେଲର ପାଖାପାଖି ୮.୭୫ ମିଲିୟନ ସବସ୍କ୍ରାଇବର ଅଛନ୍ତି । ବିଶେଷକରି ସାମାଜିକ ପ୍ରସଙ୍ଗ ଉପରେ ସେ ଭିଡିଓ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri