Posted inଜାତୀୟ

ବଢିଲା ରାଜ କୁନ୍ଦ୍ରାଙ୍କ ଅଡୁଆ, ମନି ଲଣ୍ଡରିଂ ମାମଲାରେ ଇଡି ଦାଖଲ କଲା ଏଫଆଇଆର

ମୁମ୍ବାଇ,୧୮ ।୫: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ସ୍ୱାମୀ ତଥା ବିଜନେସମ୍ୟାନ ରାଜ କୁନ୍ଦ୍ରାଙ୍କ ଅଡୁଆ ବଢିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ତାଙ୍କ ବିରୋଧରେ ଏଫଆଇଆର୍ ଦାଖଲ କରିଛି । ଗତବର୍ଷ ଚର୍ଚ୍ଚାରେ ଥିବା ପର୍ନ ର‌୍ୟାକେଟ ମାମଲାରେ ଏବେ ମନି ଲଣ୍ଡରିଂର ଯାଞ୍ଚ ଇଡି ଆରମ୍ଭ କରିଛି । ଇଡିର ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ କୁନ୍ଦ୍ରାଙ୍କ ବିରୋଧରେ ଇଡି ମନିଲଣ୍ଡରିଂ ମାମଲା ଦାୟର କରିବା ସହ ଯାଞ୍ଚ ଆରମ୍ଭ କରିଦେଇଛି ।
ସୂଚନାଯୋଗ୍ୟ, ୨୦୨୧ରେ ରାଜ କୁନ୍ଦ୍ରାଙ୍କୁ ମୁମ୍ବାଇ କ୍ରାଇମ ବ୍ରାଞ୍ଚର ପ୍ରପଟି ସେଲ ଗିରଫ କରିଥିଲା । ତାଙ୍କ ବିରୋଧରେ ଅଭିଯୋଗ ଥିଲା ଯେ ଫେବୃୟାରୀ ୨୦୧୯ରେ କୁନ୍ଦ୍ରା ଆମର୍ସ ପ୍ରାଇମ ମିଡିଆ ଲିମିଟେଡ ନାମରେ ଏକ କମ୍ପାନୀ ଖୋଲିଥିଲେ ଓ ହଟସଟର୍ସ ନାମକ ଏକ ଆପ ଡେଭଲପ କରିଥିଲେ । ଏହି ହଟସଟର୍ସ ଆପକୁ ରାଜ କୁନ୍ଦ୍ରା ୟୁକେ ବେସଡ ଫର୍ମ କେନରିନ ନାମକ କମ୍ପାନୀକୁ ୨୫ ହଜାର ଡଲାରରେ ବିକ୍ରି କରିଥିଲେ । ଏହି କମ୍ପାନୀର ସିଇଓ ପ୍ରଦୀପ ବକ୍ସି ଥିଲେ ଯିଏକି ରାଜଙ୍କ ଭିଣୋଇ ।


Enter your email to get our daily news in your inbox.

All Right Reserved By Dharitri.Com

ବାରୁଦ ଗଦାରେ କଶ୍ମୀର: ନିଜ ସନ୍ତାନଙ୍କୁ ବିଦେଶରେ ପଢ଼ାଇ ସ୍ଥାନୀୟ ଯୁବକଙ୍କୁ ଆତଙ୍କବାଦ ଶିକ୍ଷା ଦେଉଛନ୍ତି ବିଚ୍ଛିନ୍ନତାବାଦୀ

ଶ୍ରୀନଗର,୪।୭:ଜମ୍ମୁ-କଶ୍ମୀରକୁ ଆତଙ୍କବାଦର ବାରୁଦ ଗଦାରେ ରଖିବାରେ ବିଚ୍ଛିନ୍ନତାବାଦୀ ନେତାଙ୍କର ହାତ ରହିଛି। ସେମାନେ ନିଜ ସନ୍ତାନଙ୍କୁ ଉଚ୍ଚଶିକ୍ଷା ପାଇଁ ବିଦେଶରେ ପାଠ ପଢ଼ାଉଥିବାବେଳେ ସ୍ଥାନୀୟ ଯୁବକଙ୍କୁ...

ଗଙ୍ଗା ସଫା ପାଇଁ ଅଣ୍ଟା ଭିଡ଼ିଲା ଡେନମାର୍କ, ସ୍ଥାପନ ହେବ ସ୍ମାର୍ଟଲ୍ୟାବ…

ଲକ୍ଷ୍ନୌ,୧୧।୨ : ୟୁପି ଗ୍ଲୋବାଲ ଇନଭେଷ୍ଟର୍ସ ସମ୍ମିଳନୀ – ୨୦୨୩ରେ, ଗଙ୍ଗା ଏବଂ ଏହାର ଉପନଦୀ ନଦୀ ବରୁଣା ସଫା କରିବା ପାଇଁ ଡେନମାର୍କ ସରକାର...

ଖେଚୁଡି ପ୍ରସ୍ତୁତିଠାରୁ ଆରମ୍ଭ କରି ରୁଟି ବେଲି ପାରନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୫।୫: ଲୋକସଭା ନିର୍ବାଚନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ଟିଭି ଚ୍ୟାନେଲକୁ ସାକ୍ଷାତକାର ଦେଉଛନ୍ତି। ନିକଟରେ ସେ ଦେଇଥିବା ଏକ ସାକ୍ଷାତକାର ଏବେ...

ମହଙ୍ଗା ହେଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୩: ମାର୍ଚ୍ଚ ପହିଲାରୁ ମହଙ୍ଗା ହେଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର। ତେବେ ସିଲିଣ୍ଡର ମୂଲ୍ୟ ୧୦୫ ଟଙ୍କା ବୃଦ୍ଧି ପାଇଛି । ରାଜଧାନୀ ଦିଲ୍ଲୀରେ...

କାହିଁକି ‘ଭାରତ ଯୋଡୋ ଯାତ୍ରା’ରେ ସାମିଲ ହୋଇଥିଲେ କମଲ ହାସନ, ନିଜେ କଲେ ଖୁଲାସା

ନୂଆଦିଲ୍ଲୀ,୧୬।୧: ନିକଟରେ ଦିଲ୍ଲୀରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ଯାତ୍ରା’ରେ ଅଂଶଗ୍ରହଣ କରିଥିବା ଅଭିନେତା ତଥା ମକ୍କାଲ ନିଧି ମାୟାମର ମୁଖ୍ୟ କମଲ...

ଟଳିଲେ ୨ ଆତଙ୍କବାଦୀ

ଶ୍ରୀନଗର,୨୪।୧୨-ଜମ୍ମୁ କଶ୍ମୀରର ବାରମୁଲା ଜିଲା ବନିଗାମ ପାଇନ ଅଞ୍ଚଳରେ ଗୁରୁବାର ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଦୁଇ ଆତଙ୍କବାଦୀ ନିହତ...

ପ୍ରେମିକାଙ୍କ ସହ ହୋଟେଲ ଯାଇଥିଲେ ସ୍ବାମୀ, ପହଞ୍ଚିଗଲେ ସ୍ତ୍ରୀ, ଆଉ ତା’ ପରେ…

ମୁମ୍ବାଇ,୧୩ା୮: ମହାରାଷ୍ଟ୍ରର ଔରଙ୍ଗାବାଦର ଏକ ହୋଟେଲ ବାହାରେ ଜଣେ ମହିଳା ହଙ୍ଗାମା କରିଛନ୍ତି। କାରଣ ତାଙ୍କ ସ୍ବାମୀ ଗର୍ଲଫ୍ରେଣ୍ଡଙ୍କ ସହ ହୋଟେଲ ଯାଇଥିବା ଜାଣିବା ପରେ...

ଜମ୍ମୁ-କଶ୍ମୀର ପୋଲିସରୁ ବରଖାସ୍ତ ହେଲେ ଡିଏସ୍‌ପି ଦାବିନ୍ଦର

ଶ୍ରୀନଗର,୧୫।୧: କଶ୍ମୀର ଆତଙ୍କବାଦୀଙ୍କ ସହ ଧରାପଡ଼ିଥିବା ଡିଏସ୍‌ପି ଦାବିନ୍ଦର ସିଂହଙ୍କ ଉପରେ ବୁଧବାର ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଜମ୍ମୁ-କଶ୍ମୀର ପୋଲିସରୁ ତାଙ୍କୁ ବରଖାସ୍ତ କରାଯାଇଥିବା ଜଣାପଡ଼ିଛି।...

Advertisement
Archives

Model This Week