୪ ବର୍ଷ ଶିଶୁକନ୍ୟାର ଅଶ୍ଳୀଳ ଫଟୋ କରୁଥିଲେ ଭାଇରାଲ: ଧରିଲା ଦିଲ୍ଲୀ ସିବିଆଇ, ଜଣେ ଅଟକ

ବାଣପୁର,୮ା୫(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ କୁଲେଇ ପଞ୍ଚାୟତ ହରିଚନ୍ଦନପୁର ଗ୍ରାମର ରାଜୁ ଜେନାଙ୍କ ପୁତ୍ର ଦୋଳଗୋବିନ୍ଦ ଜେନା ୪୫ ବର୍ଷୀୟ ବ୍ୟକ୍ତି ୪ବର୍ଷ ଝିଅର ଫଟୋ ଭାଇରାଲ କରି ଦିଲ୍ଲୀ ସିବିଆଇ ଦ୍ୱାରା ଅଟକ ରହିଛନ୍ତି। ସିବିଆଇ ଅଧିକାରୀ ଏବଂ ଅଟକ ବ୍ୟକ୍ତି ମଧ୍ୟରେ ହାତାହାତି ହୋଇ ଘଟଣାସ୍ଥଳରୁ ଦୋଳଗୋବିନ୍ଦ ଫେରାର ହୋଇଥିବାବେଳେ ସିବିଆଇ ଅଧିକାରୀ ଆହତ ହୋଇଛନ୍ତି।

ନାଚୁଣୀ ପୋଲସି ସହାୟତାରେ ଦୋଳଗୋବିନ୍ଦକୁ ଗମ୍ଭାରୀମୁଣ୍ଡା ପଞ୍ଚାୟତ ଖଜୁରିଆ ଗ୍ରାମ ଭେଣୋଇ ଘରୁ କାବୁ କରି ସିବିଆଇ ଜିମା ଦେଇଛି ନାଚୁଣୀ ପୋଲିସ ସିବିଆଇର ୫ ଜଣିଆ ଟିମ୍‌ ଦିଲ୍ଲୀରୁ ବାହାରି ଗୁରୁବାର ଭୋର୍‌ ୫ଟାରେ ଦୋଳଗୋବିନ୍ଦଙ୍କୁ କାବୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri