Advertisement

ପୁଣି ରାଜ କୁନ୍ଦ୍ରାଙ୍କ ଅଡୁଆ ବଢିଲା

ମୁମ୍ବାଇ,୨୧।୧୧:ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ଅଡୁଆ ବଢିବାରେ ଲାଗିଛି। ମହାରାଷ୍ଟ୍ର ସାଇବର ପୋଲିସ ପୋର୍ନଗ୍ରାଫୀ ମାମଲାରେ ରାଜ କୁନ୍ଦ୍ରା, ମଡେଲ ଶାର୍ଲିନ ଚୋପ୍ରା ଏବଂ ପୁନମ ପାଣ୍ଡେଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛି। ସାଇବର ପୋଲିସ ଚାର୍ଜସିଟରେ ଦାବି କରିଛି, ରାଜ କୁନ୍ଦ୍ରା ମୁମ୍ବାଇ ନିକଟ ପଞ୍ଚ ତାରକା ହୋଟେଲରେ ଅଶ୍ଳୀଳ ଫିଲ୍ମ ଶୁଟିଂ କରି ଓଟିଟି ପ୍ଲାଟଫର୍ମରେ ବିକ୍ରି କରିଥିଲେ। କେବଳ ଏତିକି ନୁହେଁ, ରାଜ ମଧ୍ୟ ଏହି ଡିଲରୁ କୋଟି କୋଟି ଟଙ୍କା ରୋଜଗାର କରିଛନ୍ତି।
ସାଇବର ସେଲ ରାଜ କୁନ୍ଦ୍ରା, ଶାର୍ଲିନ, ପୁନମ, ଚଳଚ୍ଚିତ୍ର ନିର୍ମାତା ମିତା ଜୁଞ୍ଜୁନୱାଲା ଏବଂ କ୍ୟାମେରାମ୍ୟାନ ରାଜୁ ଦୁବେଙ୍କ ବିରୋଧରେ ୪୫୦ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷ ଓଗାଳିଲା ଚାଇନା

ନୂଆଦିଲ୍ଲୀ,୧୧ ।୧୦: ପୂର୍ବ ଲଦ୍ଦାଖ ସୀମା ଏଲ୍‌ଏସିରେ ଲାଗିରହିଥିବା ବିବାଦକୁ ନେଇ ରବିବାର ଭାରତ-ଚାଇନା କମାଣ୍ଡର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏହାଥିଲା ୧୩ତମ...

ସାବଧାନ! ଚକୋଲେଟ୍‌ରେ ମିଶୁଛି ଟେଲକମ ପାଉଡର

ଭୋପାଳ,୧୩।୧: ଯଦି ଆପଣଙ୍କ ପିଲା ଲଲିପପ୍‌ କମ୍ବା କ୍ୟାଣ୍ଡି ଚକୋଲେଟ୍‌ ଖାଉଛନ୍ତି ତେବେ ସାବଧାନ! କାରଣ କେତେକ ସ୍ଥାନରେ ଏହି ଚକୋଲେଟ୍‌ ପ୍ରସ୍ତୁତିରେ ଟେଲ୍‌କମ୍‌ ପାଉଡର...

ପିପିଇ କିଟ୍‌ ପିନ୍ଧି ତଲାସି କରୁଛନ୍ତି ସିବିଆଇ ଅଧିକାରୀ

ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଆଗଧାଡିର ଯୋଦ୍ଧା ସାଜିଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ପର୍ସନାଲ ପ୍ରୋଟେକଟିଭ୍‌ ଇକ୍ୟୁପମେଣ୍ଟ(ପିପିଇ) କିଟ୍‌ ଯୋଗାଇ ଦିଆଯାଉଥିଲା। କାରଣ...

୫୦ ଲକ୍ଷ ଟଙ୍କା ପ୍ରଶ୍ନର ଉତ୍ତର ଦେଇପାରିଲେ ନାହିଁ ଅମିର

ଲୋକପ୍ରିୟ ଟିଭି ଶୋ’ କୌନ ବନେଗା କରୋଡପତି ସିଜିନ୍‌ ୧୪ ଆରମ୍ଭ ହୋଇଯାଇଛି। ଚଳିତ ସିଜିନ୍‌ର ପ୍ରଥମ ଏପିସୋଡରେ ଅଭିନେତା ଅମିର ଖାନ ହଟ ସିଟରେ...

ହାଲ୍‌ ଯୋଗାଇବ ୮୩ ତେଜସ୍‌ ଯୁଦ୍ଧ ବିମାନ

ବେଙ୍ଗାଲୁରୁ, ୩।୨: କର୍ନାଟକର ବେଙ୍ଗାଲୁରୁରେ ଜାରି ରହିଥିବା ଏରୋ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଏୟାର ଶୋରେ ହିନ୍ଦୁସ୍ଥାନ ଏରୋନ୍ୟୁଟିକ୍ସ୍‌ ଲିମିଟେଡ୍‌(ହାଲ୍‌)କୁ ୮୩ ତେଜସ୍‌ ଯୁଦ୍ଧ ବିମାନ ଯୋଗାଇବା...

ରୁଷିଆ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଜୟଶଙ୍କର

ନୂଆଦିଲ୍ଲୀ,୮।୧୧: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗି ଲାଭରୋଭଙ୍କୁ ମସ୍କୋରେ ଭେଟିଛନ୍ତି। ଭାରତ-ରୁଷିଆ ଦ୍ୱିପାକ୍ଷିକ ସମ୍ପର୍କ ଏବଂ ଆନ୍ତର୍ଜାତୀୟ ବିକାଶ...

ରାଜ୍ୟ ସଭାର ୧୨ ଏମ୍‌ପି ନିଲମ୍ବିତ

ନୂଆଦିଲ୍ଲୀ,୨୯ ।୧୧: ସୋମବାର ସଂସଦର ଶୀତକାଳିନ ଅଧିବେଶନ ଆରମ୍ଭ ହୋଇଛି । ଆରମ୍ଭରୁ ହିଁ ବିରୋଧୀ ଦଳଙ୍କୁ ଝଟକା ଲାଗିଛି । ସୋମବାର ରାଜ୍ୟ ସଭାର...

ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ। ଜୁଲାଇ ୩୧ ଯାଏଁ ଲକ୍‌ଡାଉନ ବୃଦ୍ଧି କରିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ସୁବେରେ ଲଗାତର ବୃଦ୍ଧି ପାଉଥିବା କରୋନା ଭାଇରସ୍‌...

Advertisement
Archives

Model This Week