ଇନ୍‌ଷ୍ଟାଗ୍ରାମରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ

ରାଉରକେଲା ଅଫିସ,୧୪।୨: ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ ଉଦିତନଗର ସାଇବର ଥାନା ପୋଲିସ ଅଭିଯୁକ୍ତଙ୍କୁ ରାଞ୍ଚିରୁ ଗିରଫ କରିଛି।

ଗିରଫ ଅଭିଯୁକ୍ତ ହେଲେ ଅମିତ କୁମାର ମହାତୋ(୨୬)। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଅମିତ ରାଉରକେଲା ଅଞ୍ଚଳର ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋକୁ ଇନ୍‌ଷ୍ଟାଗ୍ରାମରେ ଭାଇରାଲ କରିଥିଲେ। ଯୁବତୀ ଜଣଙ୍କ ଏ ସମ୍ପର୍କରେ ଜାଣିବା ପରେ ସାଇବର ଥାନାରେ ଅଭିଯୋଗ କରିଥିଲେ। ସାଇବର ଥାନା ଇନ୍ସପେକ୍ଟର ଫେରୋଫିନା ଖେସ ଓ ଏସ୍‌ଆଇ ସୁରି ନାରାୟଣ ପାତ୍ରଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖୋର୍ଦ୍ଧା ଅଫିସ,୨୫ା୭: ଖୋର୍ଦ୍ଧା ଜିଲାରେ ବିଏମ୍‌ସିକୁ ବାଦ୍‌ ଦେଇ ରବିବାର ୨୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ହୋମ୍‌ କ୍ବାରାଣ୍ଟାଇନ୍‌ରୁ ୧୦, ଡାଇରେକ୍ଟ କଣ୍ଟାକ୍ଟ...

ଚିଲିକାରେ ଫସିଲା ଡଙ୍ଗା: ୮ ପର୍ଯ୍ୟଟକ ଉଦ୍ଧାର

ବାଲୁଗଁା,୮ା୧୨(ଡି.ଏନ୍‌.ଏ.): କାଳିଜାଈ ଦର୍ଶନ ସାରି ୮ଜଣ ପର୍ଯ୍ୟଟକଙ୍କୁ ନେଇ ଫେରୁଥିବା ଏକ ଯାତ୍ରୀବାହୀ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଗୁରୁବାର ଦୀର୍ଘ ସମୟ ଧରି ଚିଲିକାରେ...

ଅଗ୍ନିକାଣ୍ଡରେ ଜଳିଗଲା ଔଷଧ

ବଇଣ୍ଡା,୧୪।୧(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡ୍ରଗ୍‌ ହାଉସରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଔଷଧ ସମେତ ବହୁ...

ଅନଶନରେ ପାଣିପମ୍ପ ଡ୍ରାଇଭର

ସିମୁଳିଆ, ୨୦।୧୨(ଡି.ଏନ.ଏ.)  ବାଲେଶ୍ୱର ଜିଲା ସିମୁଳିଆ ବ୍ଲକରେ କାର୍ଯ୍ୟରତ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ(ଆରଡବ୍ଲ୍ୟୁଏସ୍‌ଏସ୍‌)ର ଜଳ ଯୋଗାଣ କର୍ମଚାରୀ(ପମ୍ପ ଡ୍ରାଇଭର)ମାନଙ୍କୁ ଗତ ୬ବର୍ଷ ହେଲା ଦରମା ମିଳିନାହିଁ।...

କରୋନା ସ୍ଥିତି ସମୀକ୍ଷା: ଭୀମସାରରେ ଖୋଲିବ ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲ

ସମ୍ବଲପୁର, ୧୪।୪(ବ୍ୟୁରୋ): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଭୀମସାର)ରେ ହେବ ଦ୍ୱିତୀୟ କୋଭିଡ ହସ୍ପିଟାଲ। ଭୀମସାରର ନବନିର୍ମିିତ ମେଡିସିନ ୱାର୍ଡରେ...

ଲଜ୍‌, ହୋଟେଲରେ ଚାଲିଛି ଅସାମାଜିକ କାମ

ନୟାଗଡ଼ ଅଫିସ,୨୦।୧:ନୟାଗଡ଼ ଜିଲା ସଦର ମହକୁମାର କେତେକ ଲଜ୍‌ ଓ ହୋଟେଲରେ ଅସାମାଜିକ କାର୍ଯ୍ୟ ଚାଲିଛି । ଗତ ଡିସେମ୍ବରରେ ନୟାଗଡ଼ ସଦର ମହକୁମାରୁ ଦୁଇ...

ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାର ସମୟ ନେଲେ

କଟକ ଅଫିସ,୨୪ା୨: ଅନୁସୂଚିତ ଜାତି(ଏସ୍‌ସି) ଓ ଅନୁସୂଚିତ ଜନଜାତି(ଏସ୍‌ଟି) ଛାତ୍ରୀଛାତ୍ରଙ୍କୁ ତୁରନ୍ତ ଷ୍ଟାଇପେଣ୍ଡ୍‌ ପ୍ରଦାନ ସମ୍ପର୍କିତ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏଠାରେ ସତ୍ୟପାଠ...

ତଦନ୍ତ କରିବେ ଲୋକାୟୁକ୍ତ ଅନୁସନ୍ଧାନ ଶାଖା ନିର୍ଦ୍ଦେଶକ

ଯାଜପୁର ଅଫିସ,୧୭।୪: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡ଼ାର ସର୍ବାଙ୍ଗୀନ ବିକାଶ ପାଇଁ ଆବଣ୍ଟିତ ଅନୁଦାନର ସିଂହଭାଗ ଅର୍ଥ ଆମତ୍ସାତ୍‌ ହୋଇଛି। ଏନେଇ ରାଜ୍ୟ...

Advertisement
Archives

Model This Week