Posted inଫୁରସତ

ବନ୍ଦର ସହର ପାରାଦୀପ

ବର୍ଷତମାମ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସୁଛି ଓଡ଼ିଶାର ପ୍ରସିଦ୍ଧ ବନ୍ଦର ସହର ପାରାଦୀପ। ଜଗତ୍‌ସି ଜିଲାର ଏହି ସହରର ପ୍ରମୁଖ ଆକର୍ଷଣ ହେଉଛି ପଣ୍ୟବାହୀ ଜାହାଜ, ମହାନଦୀ ସଙ୍ଗମସ୍ଥଳ ଓ ବିସ୍ତୀର୍ଣ୍ଣ ବେଳାଭୂମି। ପାରାଦୀପକୁ ଯାତାୟାତ ପାଇଁ ରହିଛି ରାଜ୍ୟ ଓ ଜାତୀୟ ରାଜପଥ ଏବ ରେଳପଥ। ଭୁବନେଶ୍ୱରଠାରୁ ଭାୟା କଟକ ହୋଇ ସଡ଼କ ପଥରେ ପାରାଦୀପ ବନ୍ଦରର ଦୂରତା ୧୨୦ କି.ମି.। ସେହିପରି ୧୬ ନମ୍ବର ଜାତୀୟ ରାଜପଥର ୫୩ ନମ୍ବର ଜାତୀୟ ରାଜପଥରେ ମଧ୍ୟ ପାରାଦୀପ ଯାଇହୁଏ। ପାରାଦୀପର ପ୍ରବେଶପଥ
ଦୋଛକି ପାଖରେ ଅଛି ପ୍ରାନ୍ଧ ଉଦୟବଟ ଧାମ। ସେହି ପାଖରେ ରହିଛି ପ୍ରସିଦ୍ଧ ଲୋକନାଥ ମନ୍ଦିର, ପାରେଶ୍ୱର ମନ୍ଦିର। ପାରାଦୀପ ସହର ମଧ୍ୟରେ ରହିଛି ପ୍ରମୁଖ ପର୍ଯ୍ୟଟନ ସ୍ଥାନ ନେହେରୁ ବଙ୍ଗଳା। ସେଠାରେ ମହାନଦୀ ଓ ସମୁଦ୍ରର ମିଳନସ୍ଥଳ ଅତ୍ୟନ୍ତ ମନୋମୁଗ୍ଧକର। ପାଖରେ ରହିଛି ରାଜ୍ୟର ବୃହତ୍‌ ମାଛଧରା ବନ୍ଦର। ସେଠାରୁ ୭ କି.ମି. ଗଲେ ପଡିବ ପାରାଦୀପ ବନ୍ଦର। ଯେଉଁଠି ବିଶାଳ ପଣ୍ୟବାହୀ ଜାହାଜ ଆତଯାତ, ପଣ୍ୟବୋଝେଇ ଦେଖିହୁଏ। ସେଠାରୁ ୨ କି.ମି. ଆଗକୁ ଗଲେ ପଡ଼େ ବେଳାଭୂମି ଏବଂ ନିକଟରେ ରହିଛି ରାଜ୍ୟର ସର୍ବବୃହତ୍‌ ଜଳଜୀବ  ସଂଗ୍ରାହାଳୟ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ ବିଶ୍ବଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ ନେତା କଂଗ୍ରେସରେ ଯୋଗଦେଲେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।…

ପ୍ରଥମ ରୋଜଗାର ଟଙ୍କା ବାପା-ବୋଉ ହାତକୁ ବଢାଇ ଦେବାର ସତ୍‌ ସାହସ ନ ଥିଲା: ପରେ ମୋ ପଇସାରେ ବାପାଙ୍କ ଲୋନ୍‌ କ୍ଲିଅର କରିଥିଲି

ଏତେ ବର୍ଷ ପରେ ନିଜ ପହିଲି ରୋଜଗାରର ପୁଲକ ବିଷୟରେ କିଛି ଲେଖିବାକୁ ଆରମ୍ଭ କଲା ବେଳେ ଟିକେ ଭାବପ୍ରବଣ ହୋଇ ଉଠୁଛି ମନ। ଦୃଶ୍ୟପଟ୍ଟରେ ଭାସି…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri