Posted inଜାତୀୟ

ଆଜି ସନ୍ଧ୍ୟା ସୁଦ୍ଧା ନୂଆ ମନ୍ତ୍ରୀଙ୍କୁ ବଣ୍ଟାଯିବ ବିଭାଗ

ମୁମ୍ବାଇ,୪।୭: ମହାରାଷ୍ଟ୍ରରେ ରାଜନୈତିକ ଅଦଳବଦଳ ଦେଖାଯାଇଛି। ଏସବୁ ମଧ୍ୟରେ ଏନସିପି ନେତା ଅଜିତ ପାୱାର ତାଙ୍କ ଦଳର ମନ୍ତ୍ରୀଙ୍କ ବିଭାଗ ବଣ୍ଟନ ସମ୍ପର୍କରେ ଦେବେନ୍ଦ୍ର ଫଡନ୍‌ବିସଙ୍କୁ ଭେଟିଛନ୍ତି। ତେବେ ମଙ୍ଗଳବାର ସା ସୁଦ୍ଧା ବିଭାଗ ନିଷ୍ପତ୍ତି ନିଆଯିବ ବୋଲି ସୂତ୍ରରୁ ପ୍ରକାଶ ପାଇଛି।

ଶରଦ ପାୱାର ଦଳ ନଅ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବାର ଚିଠି ପଠାଇଥିବା ବେଳେ ଅଜିତ ପାଓ୍ବାର ଦଳ ଜୟନ୍ତ ପାଟିଲ ଏବଂ ଜିତେନ୍ଦ୍ର ଆହାଡଙ୍କୁ ଅଯୋଗ୍ୟ ଘୋଷଣା କରିବାକୁ ଚିଠି ପଠାଇଛନ୍ତି। ଏହା ଉପରେ ବିଧାନସଭା ବାଚସ୍ପତି ରାହୁଲ ନାବର୍ର୍କର କହିଛନ୍ତି ଯେ ତାଙ୍କୁ ଉଭୟ ପକ୍ଷରୁ ଚିଠି ଆସିଛି। ଏହାକୁ ପଢିବା ପରେ ହିଁ ନିଷ୍ପତ୍ତି ନିଆଯିବ।

ଅଜିତ ପାଓ୍ବାର ଦଳର ଏନସିପି ରାଜ୍ୟ ଅଧ୍ୟକ୍ଷ ସୁନୀଲ ତଟକରେ ମଧ୍ୟ ନୂତନ ନିଯୁକ୍ତି ଆରମ୍ଭ କରିଛନ୍ତି। ସେ ରୁପାଲି ଚାକଣକରଙ୍କୁ ମହିଳା ୟୁନିଟ ଅଧ୍ୟକ୍ଷ ଏବଂ ସୁରଜ ଚାବନଙ୍କୁ ଏନସିପି ରାଜ୍ୟ ଯୁବ ୟୁନିଟ ସଭାପତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri