ପର୍ତ୍ତୁଗାଲ ରାଷ୍ଟ୍ରପତି କରୋନା ପଜିଟିଭ୍‌

ଲିସବନ୍‌,୧୨।୧: ପର୍ତ୍ତୁଗାଲ ରାଷ୍ଟ୍ରପତି ମାର୍କେଲୋ ରେବେଲୋ ଡେ ସୌସାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥିବା ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ତାଙ୍କର କେତେକ ପରୀକ୍ଷା କରାଯାଇଥିଲା। ତେବେ ତାହା ନେଗେଟିଭ୍‌ ଆସିଥିଲା। ଏହା ସହିତ ହୋଇଥିବା ଆଣ୍ଟିବଡ଼ି ପରୀକ୍ଷା ରିପୋର୍ଟ ମଧ୍ୟ ନେଗେଟିଭ୍‌ ଆସିଥିଲା। ମାତ୍ର ପିସିଆର୍‌ ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି। ସୁରକ୍ଷା ଦୃଷ୍ଟିରୁ ମାର୍କେଲୋଙ୍କ ସମସ୍ତ କାର୍ଯ୍ୟ ଏବଂ ଗସ୍ତକୁ ବାତିଲ କରାଯାଇଥିବା ରାଷ୍ଟ୍ରପତିଙ୍କ ଓ୍ବେବସାଇଟ୍‌ରେ ସୂଚନା ଦିଆଯାଇଛି। ଜାନୁୟାରୀ ୨୪ରେ ପର୍ତ୍ତୁଗାଲରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ୭୨ ବର୍ଷ ବୟସ୍କ ମାର୍କେଲୋ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱୀତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ବ୍ରହ୍ମପୁର ଆମ୍ବ ମାର୍କେଟ

ବ୍ରହ୍ମପୁର ଅଫିସ,୧୧ା୫: ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ ଅଭିଯୋଗରେ ବ୍ରହ୍ମପୁର ମହାନଗର ନିଗମ ସୋମବାରଠାରୁ ଆମ୍ବ ମାର୍କେଟ୍‌କୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିଛି। ଗଞ୍ଜାମ...

ଆଲୋକ ଶର୍ମାଙ୍କୁ ନାଇଟ୍‌ହୁଡ୍‌ ଉପାଧି ଦେବେ କିଙ୍ଗ୍‌ ଚାଲର୍‌ସ

ଲଣ୍ଡନ,୧।୧: ବ୍ରିଟେନ ରାଜା ଚାଲର୍‌ସ ତୃତୀୟଙ୍କ ପ୍ରଥମ ନୂଆବର୍ଷ ସମ୍ମାନ ତାଲିକା ଶନିବାର ପ୍ରକାଶ ପାଇଛି। ଜଳବାୟୁ ପରିବର୍ତ୍ତନର ମୁକାବିଲା ଦିଗରେ କପ୍‌୨୬ରେ ନେତୃତ୍ୱ ଲାଗି...

ଆମେରିକା ନିର୍ବାଚନ ପ୍ରଭାବିତ କରିବାକୁ ଚାଇନା, ରୁଷିଆ, ଇରାନର ଉଦ୍ୟମ

ଓ୍ବାଶିଂଟନ, ୯।୮(ଆଇଏଏନ୍‌ଏସ୍‌): ଆମେରିକାରେ ନଭେମ୍ବର ୩ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନକୁ ପ୍ରଭାବିତ କରିବା ଲାଗି ଚାଇନା, ରୁଷିଆ ଓ ଇରାନ ଉଦ୍ୟମ ଚଳାଇଥିବା...

ଦିଲ୍ଲୀ, ଉତ୍ତରପ୍ରଦେଶ ପରେ ଚଣ୍ଡିଗଡ଼ରେ ଲାଗୁ ହେଲା ଓ୍ବିକେଣ୍ଡ ଲକ୍‌ଡାଉନ

ଚଣ୍ଡିଗଡ଼,୧୬।୪: ବର୍ଦ୍ଧିତ କରୋନା ମାମଲା ଯୋଗୁ ଦେଶରେ ବିଭିନ୍ନ ସ୍ଥାନରେ ଓ୍ବିକେଣ୍ଡ ଲକ୍‌ଡାଉନ ଲାଗୁ କରାଯାଉଛି। ଦିଲ୍ଲୀରେ ଶୁକ୍ରବାରଠାରୁ ଓ୍ବିକେଣ୍ଡ ଲକ୍‌ଡାଉନ ଲାଗୁ ହୋଇଥିବା ବେଳେ...

ପୁଣି ମାଡ଼ି ଆସିଲା ବିପଦ: ସାବଧାନ ନ ହେଲେ ଯିବ ଜୀବନ…

ନୂଆଦିଲ୍ଲୀ,୧୭।୪: ଦେଶରେ କରୋନାର ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟ କୋକୁଆ ଭୟ ସୃଷ୍ଟି ହୋଇଛି। ପୁଣି...

୧୧୮ ଶିଶୁଙ୍କୁ ପୋଷ୍ୟ ଗ୍ରହଣ କରିଥିବା ଲଭ୍‌ ମଦରଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

ବେଜିଂ,୨୮।୭: ଚାଇନାରେ ୧୧୮ ଜଣ ଶିଶୁଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ଜଣେ ମହିଳାଙ୍କୁ ଠକାମି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାପରେ ୨୦ ବର୍ଷ ଜେଲ୍‌...

ଭାରତ ପ୍ରସ୍ତୁତ ଟିକା ନେଲେ ଓଲି

କାଠମାଣ୍ଡୁ,୭।୩: ନେପାଳର ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ରବିବାର ଭାରତ ପ୍ରସ୍ତୁତ କରୋନା ଟିକା କୋଭିଶିଲ୍ଡ ନେଇଛନ୍ତି। ସ୍ତ୍ରୀ ରାଧିକା ଶାକିଆଙ୍କ ସହ ଅରସି ତ୍ରିଭୁବନ...

ଜିମନାଷ୍ଟ ଗର୍ଲଫ୍ରେଣ୍ଡଙ୍କ ସହ ‘ମହଲ’ରେ ରହୁଛନ୍ତି ପୁଟିନ! ଲାଗିଛି ସୁନାର ଚୌକି, ରିପୋର୍ଟରେ ଦାବି

ମସ୍କୋ,୨ ।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବେ ତାଙ୍କ ପ୍ରେମିକାଙ୍କ ସହ ରହୁଥିବା କୁହାଯାଉଛି । ସୂଚନା ଅନୁଯାୟୀ, ତାଙ୍କ ପ୍ରେମିକା ଜଣେ ଜିମନାଷ୍ଟ...

Advertisement
Archives

Model This Week