Posted inରାଜ୍ୟ

ପୋଷଣ ୨.୦ କାର୍ଯ୍ୟକ୍ରମ: ଉପକୃତ ହେବେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ, ମହିଳା

ଭୁବନେଶ୍ୱର,୩।୨: ଚଳିତବର୍ଷ କେନ୍ଦ୍ର ବଜେଟ୍‌ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଅଗ୍ରଗତି ଓ ଅଭିବୃଦ୍ଧି ପାଇଁ ଯେଉଁ
ଦୂରଦୃଷ୍ଟି ରଖିଛନ୍ତି ତାହା ଏହି ବଜେଟ୍‌ ମାଧ୍ୟମରେ ପୂରଣ ହୋଇପାରିବ। କେନ୍ଦ୍ର ବଜେଟ୍‌ରେ ସକ୍ଷମ ଅଙ୍ଗନବାଡି ଏବଂ ପୋଷଣ ୨.୦ କାର୍ଯ୍ୟକ୍ରମ ପାଇଁ ବ୍ୟୟବରାଦ ହୋଇଛି।

ଏଥିରେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ ଓ ଗର୍ଭବତୀ ମହିଳା ଉପକୃତ ହେବେ। ପିଏମ୍‌ ଧନଧାନ୍ୟ କୃଷି ଯୋଜନାରେ ଓଡ଼ିଶା ଭଳି କୃଷିଭିତ୍ତିକ ରାଜ୍ୟ ଲାଭବାନ ହେବା ସହ କପା ଉତ୍ପାଦକତା ମିଶନରେ ୧୨ଟି ଜିଲ୍ଲାରେ କପା ଉତ୍ପାଦନ ପ୍ରତି ପ୍ରୋତ୍ସାହନ ବଢ଼ିବ। ନୌବାଣିଜ୍ୟ କ୍ଷେତ୍ରରେ ୨୫ହଜାର କୋଟି ଟଙ୍କାର ଏକ କର୍ପସ ଗଠନ ଦ୍ୱାରା ରାଜ୍ୟରେ ବନ୍ଦରର ବିକାଶ, ନୂତନ ବନ୍ଦର ପ୍ରତିଷ୍ଠା କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ
କହିଛନ୍ତି।

ଚଳିତ ବଜେଟ୍‌ରେ ହୋଇଥିବା ବ୍ୟବସ୍ଥାରୁ ରାଜ୍ୟର ୨ରୁ ୪ଟି ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟଟନ ସ୍ଥଳୀର ବିକାଶ କରାଯାଇପାରିବ। ଖେଳନା କ୍ଷେତ୍ର ପାଇଁ ହୋଇଥିବା ଯୋଜନା ଓଡ଼ିଶାରେ କ୍ଲଷ୍ଟର ବିକାଶକୁ ସୁନିଶ୍ଚିତ କରିବା
ସହ ଉଡାଣ ଯୋଜନାରେ ସମ୍ବଲପୁରର ଜମାଦାରପଲ୍ଲୀ, ଢ଼େଙ୍କାନାଳର ବିର୍‌ସାଲ, ମୟୂରଭଞ୍ଜର ରାସଗୋବିନ୍ଦପୁର, ରଙ୍ଗେଇଲୁଣ୍ଡା, ରାଇକଳାରେ ବିମାନ ବନ୍ଦରର ବିକାଶ ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri