ବୁଗୁଡ଼ାରେ ପଜିଟିଭ, ଭୁବନେଶ୍ୱରରେ ନେଗେଟିଭ

ବୁଗୁଡ଼ା,୨୫ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଜଣେ ବ୍ୟକ୍ତି ଗତ ୧୬ ତାରିଖରେ ବୁଗୁଡାରେ ସ୍ବାବ୍‌ ଦେଇଥିବାବେଳେ ଶନିବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ମାତ୍ର ୧୭ ତାରିଖରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ସ୍ବାବ୍‌ ଦେଇଥିବାବେଳେ ଉକ୍ତ ଦିନ ରିପୋର୍ଟ ନେଗେଟିଭ ଆସିଥିଲା। ଏହି ଘଟଣା ଏବେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ବୁଗୁଡ଼ା ମୁଖ୍ୟ ସଡ଼କ ବ୍ଲକ ଛକ ନିକଟରେ ରହୁଥିବା ବ୍ରହ୍ମଚାରୀ ବିଷୋୟୀ ୧୬ ତାରିଖରେ ପିପୁଲ୍ସ କଲେଜରେ ହୋଇଥିବା ସ୍ବାବ୍‌ ସଂଗ୍ରହ କେନ୍ଦ୍ରରେ ଗତ ୧୬ ତାରିଖରେ ସ୍ବାବ୍‌ ଦେଇଥିଲେ। ୧୭ ତାରିଖରେ ତାଙ୍କୁ ଜ୍ୱର ହେବାରୁ ସେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲକୁ ଯାଇଥିଲେ। ସେଠାରେ ତାଙ୍କର ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ରାତିରେ ରିପୋର୍ଟ ନେଗେଟିଭ ଆସିବା ପରେ ପରଦିନ ବୁଗୁଡା ଫେରି ଆସିଥିଲେ। ମାତ୍ର ବୁଗୁଡାରେ ଦେଇଥିବା ସ୍ବାବ୍‌ ରିପୋର୍ଟ ଶନିବାର ପଜିଟିଭ ଆସିବା ପରେ ସେ ଚିନ୍ତାରେ ପଡିଯାଇଛନ୍ତି।
ବୁଗୁଡ଼ାରେ ଶନିବାର ୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ ପଜିଟିଭ ସଂଖ୍ୟା ୩୫୫ରେ ପହଞ୍ଚଛି। ସେଥିରୁ ୧୮୬ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri