ସକାରାତ୍ମକ ମାନସିକତା ଓ ସୁନିଦ୍ରା

ଜଣେ ବ୍ୟକ୍ତି ସୁସ୍ଥ ରହିବା ଅନ୍ତରାଳରେ ସୁନିଦ୍ରାର ମଧ୍ୟ ଭୂମିକା ରହିଛି। କେବଳ ସେତିକି ନୁହେଁ, ଏହାଦ୍ୱାରା ମାନସିକତା ସକାରାତ୍ମକ ରହିଥାଏ ବୋଲି ସଦ୍ୟତମ ଗବେଷଣାରୁ ଜଣାପଡିଛି। ‘ସକାରାତ୍ମକ ମାନସିକତା ଓ ସୁନିଦ୍ରା’ ଶୀର୍ଷକ ବିଷୟକୁ ନେଇ ୟୁନିଭର୍ସିଟି ଅଫ ଓ୍ବାଶିଂଟନର ମନୋବିଜ୍ଞାନୀମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇ ଭାଗରେ ବିଭକ୍ତ କରାଯାଇଥିଲା। ଗୋଟିଏ ଗ୍ରୁପ୍‌ରେ ଥିବା ବ୍ୟକ୍ତିମାନଙ୍କୁ ସେମାନଙ୍କର ସାଧାରଣ ଜୀବନଶୈଳୀ ଅନୁସରଣ କରିବାକୁ କୁହାଯାଇଥିବା ବେଳେ ଅନ୍ୟ ଗ୍ରୁପ୍‌ ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କୁ ସେମାନଙ୍କର ନିଦ୍ରା ଉପରେ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଥିଲା। ସେମାନେ ଦିନକୁ ଅତି କମ୍‌ରେ ୬-୭ ଘଣ୍ଟା ଶୋଉଥିଲେ। ଏହାଦ୍ୱାରା ଅନ୍ୟମାନଙ୍କ ତୁଳନାରେ ସେମାନଙ୍କର ମାନସିକତା ସକାରାତ୍ମକ ରହୁଥିବାର ଜଣାପଡି ଥିଲା। ପ୍ରତିଦିନ ଆବଶ୍ୟକ ମୁତାବକ ନିଦ୍ରା ଯିବା ଫଳରେ ଜଣେ ବ୍ୟକ୍ତିଙ୍କର ମସ୍ତିଷ୍କ ଆହୁରି ସକ୍ରିୟ ରହିଥାଏ ଏବଂ ଅବସାଦ ଏପରି କି ଟେନ୍‌ସନଠାରୁ ସେ ଦୂରେଇ ରହିଥାଆନ୍ତି ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତମ୍ବା ପାତ୍ରର ଖାଦ୍ୟ ଶରୀର ପାଇଁ କ୍ଷତିକାରକ

ବର୍ତ୍ତମାନ ଲୋକେ ଯେତେ ସ୍ବାସ୍ଥ୍ୟ ସଚେତନ ହୋଇଛନ୍ତି ପୂର୍ବରୁ ତାହା ଏତେଟା ନ ଥିଲା। ଏହା ସତ ହେଲେ ଏବେ ଅଧିକାଂଶ ଲୋକେ ବିଭିନ୍ନ ରୋଗର...

ଏହି ସହଜ ଉପାୟରେ କରିପାରିବେ ଶତ୍ରୁଙ୍କୁ ପରାସ୍ତ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନକୁ ସଫଳ କରିବା ପାଇଁ ଅନେକ କିଛି ବର୍ଣ୍ଣନା କରିଛନ୍ତି। ସେ ଏକ ଶ୍ଳୋକ ମାଧ୍ୟମରେ ଅପମାନର ପ୍ରତିଶୋଧ ନେବା...

କେତେ ଉପକାରୀ ବାସି ରୁଟି

ବାସି ରୁଟି ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି କୁହାଯାଏ। ଏଥିପାଇଁ ଆମେ ରାତିର ବାସି ରୁଟିକୁ ସକାଳେ ଡଷ୍ଟବିନ୍‌ରେ ଫିଙ୍ଗିଥାଉ। କିନ୍ତୁ ଏହା ଆମ ସ୍ବାସ୍ଥ୍ୟ...

ଜୀବନରେ ଏହି ୪ ଜିନିଷକୁ ଧ୍ୟାନ ଦିଅନ୍ତୁ, ଧନ ସହ ସମ୍ମାନ ବଜାୟ ରହିବ; ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ

ମନୁଷ୍ୟକୁ ସଫଳ ହେବାର ମାର୍ଗ ଦେଖାଇଥାଏ ଚାଣକ୍ୟ ନୀତି। କାରଣ ବିଫଳ ହେବାକୁ କେହି ବି ଚାହିଁ ନ ଥାନ୍ତି। ଏଥିପାଇଁ ସମସ୍ତେ କଠିନ ପରିଶ୍ରମ...

ଏହିସବୁ ଖାଦ୍ୟ ଖାଇବା ପରେ କ୍ଷୀର ପିଇବା ଅନୁଚିତ

ପ୍ରତିଦିନ କ୍ଷୀର ପିଇବା ଶରୀର ପାଇଁ ଖୁବ୍‌ ଲାଭଦାୟକ। ଏହା ଶରୀରକୁ ଶକ୍ତି ଯୋଗାଇବା ସହିତ ଅନେକ ରୋଗ ସହ ଲଢ଼ିଥାଏ। ମାତ୍ର ଏପରି କିଛି...

କ୍ୟାଲସିୟମ ପାଇଁ ଖାଆନ୍ତୁ ଏହି ୧୦ ପ୍ରକାର ଖାଦ୍ୟ

ସୁସ୍ଥ ଅସ୍ଥି ପାଇଁ ଶରୀରକୁ ଆବଶ୍ୟକ କ୍ୟାଲସିୟମ ଆମେ ୧୦ଟି ଖାଦ୍ୟରୁ ସହଜରେ ପାଇଥାଉ। * କ୍ୟାଲସିୟମର ମୁଖ୍ୟ ଉସତ୍ତ୍ ଭାବେ କ୍ଷୀରକୁ ନିଆଯାଏ। ଏହା...

ରୋଗ ଚିହ୍ନଟର ନୂଆ ଉପାୟ

କେତେକ ରୋଗକୁ ଚିହ୍ନଟ କରିବା ପାଇଁ ପ୍ରକାଶିତ ଲକ୍ଷଣକୁ ବିଶ୍ଳେଷଣ କରାଯାଇଥାଏ। ହେଲେ ଏହି ତାଲିକାରେ ବିଶେଷଜ୍ଞମାନେ ଆଉ ଏକ କଥା ସାମିଲ କରିଛନ୍ତି। ଭାଇରସକୁ...

ରୁହନ୍ତୁ ସତର୍କ, ରହିବନି ଡର

ବିପଦ ସବୁବେଳେ ହଠାତ୍‌ ଆସେ।  ତେଣୁ ଆତ୍ମସୁରକ୍ଷାକୁ ନେଇ ସମସ୍ତେ  ସର୍ବଦା ସତର୍କ ରହିବା ଆବଶ୍ୟକ। ବିଶେଷକରି ବାହାରକୁ ଯାଉଥିବା ମହିଳାମାନେ ନିଜର ସୁରକ୍ଷା ଲାଗି...

Advertisement

BGU

Archives

Model This Week

Why Dharitri