ବଙ୍ଗୋପସାଗରରେ ପୁଣି ବାତ୍ୟା! ବଙ୍ଗୋପସାଗରରେ ବଡ଼ ହଲଚଲ

ଭୁବନେଶ୍ୱର,୨୦ା୧୧: ବଙ୍ଗୋପସାଗରରେ ପୁଣି ବାତ୍ୟା ସମ୍ଭାବନା। ୨୨ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ସମୁଦ୍ର ଭିତରେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତରେ ପରିଣତ ହେବ । ୪୮ଘଣ୍ଟାରେ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଗତିପଥ ନେଇ କୌଣସି ସ୍ପଷ୍ଟତା ଆସି ନାହିଁ।

ବାତ୍ୟା ହେଲେ ଉତ୍ତର ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ମାଡ଼ ସମ୍ଭାବନା ରହିଛି । ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ହୋଇପାରେ । ଏବେ ଧାନ ପାଚୁଥିବାରୁ ବର୍ଷା ହେଲେ ଫସଲ ନଷ୍ଟ ହେବା ଚିନ୍ତାରେ ଚାଷୀ ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri