ସାଧାରଣତନ୍ତ୍ର ଦିବସକୁ ଭୁଲିଗଲେ ପୋଷ୍ଟ ଅଫିସ, ବ୍ୟାଙ୍କ ଅଧିକାରୀ-କର୍ମଚାରୀମାନେ

ପୁରୁଷୋତ୍ତମପୁର,୨୬।୧(ସବିତା ମିଶ୍ର):ସାରାଦେଶର ପୁରପଲ୍ଲୀରେ ପବିତ୍ର ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ହେଉଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରହିଥିବା ପୋଷ୍ଟ ଅଫିସ, ଇଣ୍ଡିଆନ ଓଭରସିଜ୍‌ ବ୍ୟାଙ୍କରେ ପତାକା ଉତ୍ତୋଳନ ହୋଇ ନ ଥିବା ଦେଖିବାକୁ ମିଳିଛି । ଏଭଳି ପବିତ୍ର ଦିବସକୁ ଏଠିକାର ଅଧିକାରୀ ଓ କର୍ମଚାରୀମାନେ ଭୁଲିଯାଇଛନ୍ତି ବୋଲି ଅଭିଯୋଗ ହୋଇଛି। ଏହା ଅତ୍ୟନ୍ତ ଲଜ୍ଜାଜନକ ଘଟଣା ବୋଲି ଚର୍ଚ୍ଚା ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର…

ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ: ପୁଣି ଜୋର୍‌ ଧରିଲା ଉଚ୍ଛେଦ ଦାବି

ବରଗଡ,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବହୁଚର୍ଚ୍ଚିତ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବି ପୁଣି ତେଜି ଉଠିଛି। ଏହି ଦାବି ନେଇ ବରଗଡ଼…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି

କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର…

ନିର୍ବାଚନୀ ଫଳାଫଳ ମଧ୍ୟରେ ମମତାଙ୍କ ପାଇଁ ଆସିଲା ଖୁସିଖବର: ଜାଣିଲେ ଖୁସିରେ ନାବିବେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ସଦ୍ୟତମ ଏକଜିଟ ପୋଲ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅଧିକାଂଶ ଏକଜିଟ ପୋଲ ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାର ପୂର୍ବାନୁମାନ…

ନିର୍ବାଚନ ଫଳାଫଳ ପୂର୍ବରୁ ମମତାଙ୍କୁ ଟ୍ରିପଲ ଝଟକା! TMC ପାଇଁ ଆସୁଛି…

କୋଲକାତା,୧।୫: ୨୦୨୬ ବଙ୍ଗଳା ନିର୍ବାଚନ ଫଳାଫଳ ପୂର୍ବରୁ ତୀବ୍ର ରାଜନୈତିକ କାର୍ଯ୍ୟକଳାପ ଚାଲିଛି। ଦିନ ହେଉ କି ରାତି, ସମଗ୍ର ବଙ୍ଗଳାରେ ଉତ୍ତେଜନାର ପରିସ୍ଥିତି ସୃଷ୍ଟି ହୋଇଛି।…

କାଳବୈଶାଖୀର ଭୀଷଣ ତାଣ୍ଡବ: ତପ୍ତପାଣିରେ ଘର ଉପରେ ପଡ଼ିଗଲା ଗଛ, ଭିତରେ ଶୋଇଥିଲେ ପରିବାର

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତି ପ୍ରାୟ ସାଢେ ୧୧ ଟାରୁ ଭୋର ୪…

ଶ୍ରମିକ ଦିବସରେ ପୁରୁଣା କଥାକୁ ମନେ ପକାଇଲେ ଶେଖ ହସିନା, କହିଲେ ଆମେ ଦେଢ ଦଶକରେ ଯାହା କରିଥିଲୁ, ୟୁନୁସ ସରକାର…

ଢାକା,୧।୫: ଶୁକ୍ରବାର ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ, ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ତାଙ୍କ ଦେଶର ବର୍ତ୍ତମାନର ପରିସ୍ଥିତିକୁ ଚିନ୍ତାଜନକ ବୋଲି ବର୍ଣ୍ଣନା କରିଥିଲେ। ହସିନା…

Nobel Peace Prize: ଟ୍ରମ୍ପଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର? ୨୮୭ ଜଣଙ୍କ ନାମ ସର୍ଟଲିଷ୍ଟ କରୁଛି କମିଟି

ଓସଲୋ,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ପ୍ରକୃତରେ, ୨୦୨୬ ନୋବେଲ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପ ମନୋନୀତ ହୋଇପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri