Posted inଜାତୀୟ

୩ ପକ୍ଷଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧।୭: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠୁ ରାଜ୍ୟରେ ହିଂସାକାଣ୍ଡ ଲାଗି ରହିବା ସହ ଆଇନ ଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି। ସେଠାରେ ରାଷ୍ଟ୍ରପତି ଶାସନ ଜାରି ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ହୋଇଥିବା ଆବେଦନକୁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ ବିନୀତ ସରଣ ଏବଂ ଦିନେଶ ମାହେଶ୍ୱରୀଙ୍କୁ ନେଇ ଗଠିତ ଖଣ୍ଡପୀଠ କେନ୍ଦ୍ର, ପଶ୍ଚିମବଙ୍ଗ ସରକାର ଏବଂ ଭାରତର ନିର୍ବାଚନ କମିଶନଙ୍କୁ ନୋଟିସ ଜାରି କରିଛନ୍ତି। ହେଲେ ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀଙ୍କୁ ନୋଟିସ ପଠାଇ ନାହାନ୍ତି।

ସେହିପରି ନିର୍ବାଚନ ପରବର୍ତ୍ତୀ ହିଂସାର କାରଣ ଖୋଜିବା ଲାଗି ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ ନିମନ୍ତେ ମଧ୍ୟ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ହିଂସାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ କ୍ଷତିପୂରଣ ଯୋଗାଇଦେବା ପାଇଁ ମଧ୍ୟ ଆବେଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ରାଜ୍ୟ ସରକାରଙ୍କ ବଡ଼ ଉପହାର! ୫୦ହଜାର ଛାତ୍ରୀଙ୍କୁ ଫ୍ରିରେ ମିଳିବ ସ୍କୁଟି; ଜାଣନ୍ତୁ କେମିତି ମିଳିବ ଲାଭ

ଲକ୍ଷ୍ନୌ,୧୭।୬: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ପଢ଼ୁଥିବା ଛାତ୍ରୀମାନଙ୍କ ପାଇଁ ଏକ ବହୁତ ବଡ଼ ଖୁସି ଖବର ଆସୁଛି। ରାଜ୍ୟର ପ୍ରାୟ ୫୦ ହଜାର ମେଧାବୀ…

ସ୍କୁଲଛୁଟିକୁ ନେଇ ବଡ଼ ଘୋଷଣା କଲେ ସରକାର, ସାରା ରାଜ୍ୟରେ ୨୪ଜୁନ ଯାଏ…

ଲକ୍ଷ୍ନୌ,୧୭।୬: ରାଜ୍ୟର ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ଲୁ (ଗରମ ପବନ)କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri