Posted inଜାତୀୟ

ପୋଷ୍ଟର ବିବାଦ: ସୁଭାଷ ବୋଷ-ସାବରକରଙ୍କ ଫଟୋ ଏକାଠି, ହଟାଇବାକୁ କଂଗ୍ରେସର ଦାବି…

ବେଙ୍ଗାଲୁରୁ,୧୭।୮ : କର୍ନାଟକର ଉଡୁପିରେ ଥିବା ବ୍ରହ୍ମଗିରି ସର୍କଲରେ ଥିବା ଏକ ପୋଷ୍ଟର ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏହି ପୋଷ୍ଟରରେ ବୀର ସାବରକର ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଫଟୋ ଏକାଠି ରଖାଯାଇଛି। ପୋଷ୍ଟରରେ ଲେଖା ଅଛି ଜୟ ହିନ୍ଦୁ ରାଷ୍ଟ୍ର। ଏହା ପରେ ଏହି ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।

ପରିସ୍ଥିତିକୁ ଦୃଷ୍ଟିରେ ରଖି ସମଗ୍ର ଅଞ୍ଚଳରେ ବହୁ ସଂଖ୍ୟକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥି ସହିତ ଏହି ପ୍ରସଙ୍ଗକୁ ନେଇ ରାଜନୀତି ଆରମ୍ଭ ହୋଇଛି। କଂଗ୍ରେସ ଦଳ ଏହାକୁ ଭାଜପାର କାର୍ଯ୍ୟ ବୋଲି କହିଛି। ପୋଷ୍ଟରରୁ ସୁଭାଷ ବୋଷଙ୍କ ଫଟୋ ହଟାଇବାକୁ କଂଗ୍ରେସ ପୋଲିସ ଏବଂ ଜିଲା ପ୍ରଶାସନକୁ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri