Posted inଜାତୀୟ

ଗୈରିକ ପୋଷାକରେ ଆମ୍ବେଡକରଙ୍କ ପୋଷ୍ଟର: ତାମିଲନାଡୁରେ ରାଜନୈତିକ ବିବାଦ…

ଚେନ୍ନାଇ,୬।୧୨ : ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସମଗ୍ର ଦେଶ ସମ୍ବିଧାନର ନିର୍ମାତା ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଡକରଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଦେଶବାସୀ ତାଙ୍କ ଅବଦାନକୁ ସର୍ବଦା ମନେ ରଖିବେ ବୋଲି କହିଛନ୍ତି।

ଅନ୍ୟପକ୍ଷରେ, ତାମିଲନାଡୁର କୁମ୍ବାକୋଣମରେ ବାବାସାହେବଙ୍କ ଏକ ପୋଷ୍ଟର ଲଗାଯାଇଛି। ଇନ୍ଦୁ ମକ୍କାଲ କାଚି ଦ୍ୱାରା ଏଭଳି ପୋଷ୍ଟର ଲଗାଯାଇଛି ଯାହାକୁ ନେଇ ରାଜନୈତିକ ବିବାଦ ଦେଖାଦେଇଛି। ତେବେ ଇନ୍ଦୁ ମକ୍କାଲ କାଚି ପ୍ରତିଷ୍ଠାତା ଅର୍ଜୁନ ସମ୍ପତ ଏହି ପୋଷ୍ଟରଗୁଡ଼ିକ ବିଷୟରେ କହିଛନ୍ତି ଯେ ଆମ୍ବେଡକର ଜଣେ ଜାତୀୟ ନେତା।

ପୋଷ୍ଟରରେ ବାବାସାହେବଙ୍କୁ ଗୈରିକ ପୋଷାକ ପିନ୍ଧିଥିବାର ଚିତ୍ର ରହିଛି। ଏହାକୁ ନେଇ ରାଜନୈତିକ ବିବାଦ ଘନେଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri