Posted inରାଜ୍ୟ

କରୋନା ଆକ୍ରାନ୍ତଙ୍କ ଘରେ ଲଗାଯିବନି ପୋଷ୍ଟର

ଭୁବନେଶ୍ୱର,୨।୧୨(ବ୍ୟୁରୋ)-ଏଣିକି ଆଉ କରୋନା ଆକ୍ରାନ୍ତଙ୍କ ଘରେ ଲଗାଯିବନି ପୋଷ୍ଟର। ଏ ନେଇ ସବୁ ଜିଲାପାଳମାନଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ଚିଠି କରିଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବାରୁ ପୋଷ୍ଟର ପାଇଁ ମନାକଲେ ଶାସନ ସଚିବ। କ୍ରମାଗତ ଭାବେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା କମିଚାଲିଛି। ଏଭଳି ସ୍ଥିତିରେ ଆକ୍ରାନ୍ତଙ୍କ ଘର ଆଗରେ ଆଉ ପୋଷ୍ଟର ଆବଶ୍ୟକ ନାହିଁ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେବିକେରେ ୧୫ରୁ ଅଧିକ ପିଲା ଥିଲେ ସ୍କୁଲ ରହିବ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ସ୍କୁଲ୍‌ ବନ୍ଦ ପ୍ରସଙ୍ଗରେ ଶେଷରେ ବିରୋଧୀଙ୍କ ଜିଦ୍‌ ଆଗରେ ମୁଣ୍ଡ ନୁଆଁଇଛନ୍ତି ସରକାର। ସିଡ୍ୟୁଲ ଏରିଆ ତଥା ଆଦିବାସୀ ଅଞ୍ଚଳ ଭଳି ରାଜ୍ୟର କେବିକେ...

ଲକ୍‌ଡାଉନ୍‌ ନିୟମରେ ସାମାନ୍ୟ ପରିବର୍ତ୍ତନ: କୃଷିକାର୍ଯ୍ୟ ପାଇଁ କୋହଳ, ଭୁବନେଶ୍ୱର ପାଇଁ ପରବର୍ତ୍ତି ସମୟରେ ଆସିବ ସ୍ବତନ୍ତ୍ର ନିୟମ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଆସନ୍ତା ୧୫ରୁ ଏପ୍ରିଲ ୩୦ ତାରିଖ ଯାଏ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିବ। ଏହି ସମୟରେ ପୂର୍ବ ଭଳି ଯାନବାହାନ, ଦୋକାନବଜାର...

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି।...

କାଳବୈଶାଖୀ: କଟକ ଜଳାର୍ଣ୍ଣବ

କଟକ ଅଫିସ, ୬ା୬: କଟକର ବିଭିନ୍ନ ସ୍ଥାନରେ ବୁଧବାର କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ସନ୍ଧ୍ୟା ୬ଟା ୩୦ରୁ ରାତି ୧୦ଟା ୩୦...

ନର୍ଦ୍ଦମା ଯନ୍ତ୍ରଣାରେ ଅଣନିଃଶ୍ୱାସୀ

ବାଲେଶ୍ୱର ଅଫିସ, ,୧୫।୩ ବାଲେଶ୍ୱର ପୌରାଞ୍ଚଳର ୩୧ଟି ଓ୍ବାର୍ଡ ମଧ୍ୟରୁ ୧୯ ନଂ. ଓ୍ବାର୍ଡ ପ୍ରମୁଖ ଅଟେ। ଏହି ଓ୍ବାର୍ଡରେ ରେଳଷ୍ଟେଶନଠାରୁ ଆରମ୍ଭ କରି ଫାଣ୍ଡି...

ଶେଷ ହେଉନି ପାଲା କଳାକାରଙ୍କ ସଂଘର୍ଷ

ବଇଣ୍ଡା, ୧୫ା୧୦ (ପରିକ୍ଷିତ ସାହୁ): ବର୍ଷକ ୧୨ ମାସରୁ ୯ ମାସ ବିତୁଥିଲା ଧର୍ମ ଚର୍ଚ୍ଚାରେ। କିଏ ମାନସିକ ପୂରଣ ପାଇଁ ଖୋଜୁଥିଲେ ତ ଆଉ...

ଡୁମେରଯୋର ଏସ୍‌ବିଆଇ ଶାଖାରୁ ସଶସ୍ତ୍ର ଡକାୟତି

କୁଆଁରମୁଣ୍ଡା,୧୩।୧: ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଡୁମେରଯୋର ପଞ୍ଚାୟତ ପରିସରରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ବୁଧବାର ଅପରାହ୍ନରେ ଶସସ୍ତ୍ର ଡକାୟତି...

କାର୍ଯ୍ୟାନୁଷ୍ଠାନ ପାଇଁ ଓଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨।୭(ବ୍ୟୁରୋ):କଳାହାଣ୍ଡି ଜିଲା କୋକସରା ବ୍ଲକ ସାହାଜଖୋଲ ଜଙ୍ଗଲର ଗୋତାମୁଣ୍ଡାଠାରେ ବସବାସ କରୁଥିବା ଆଦିବାସୀଙ୍କ ଉପରେ ଜୁନ୍‌ ୩୦ରେ ଆକ୍ରମଣ ହୋଇଥିଲା। ଦୀର୍ଘ ୨୦ବର୍ଷରୁ ଅଧିକ ଦିନ...

Advertisement
Archives

Model This Week