ପୋଟଳି ବ୍ୟାଗ୍‌

ପାର୍ଟି କିମ୍ବା ଉତ୍ସବ ସମୟରେ ନିଜକୁ ଭିନ୍ନ ଲୁକ୍‌ ଦେବା ପାଇଁ ଶାଢ଼ି ଓ ଡ୍ରେସ ସହିତ ମ୍ୟାଚିଂ ହେଲାଭଳି ଇୟରରିଂ, ନେକ୍‌ଲେସ୍‌, ଚପଲ ଆଦି ସମସ୍ତେ ପିନ୍ଧନ୍ତି। ଆଜିକାଲି ଫ୍ୟାଶନରେ ପୋଟଳି ବ୍ୟାଗ୍‌ର ବି ଢେର୍‌ ଚାହିଦା ରହିଛି। ତେବେ କେଉଁ ଡ୍ରେସ୍‌ରେ କେଉଁ ପ୍ରକାରର ବ୍ୟାଗ୍‌ ବ୍ୟବହାର କରିବେ ଜାଣିରଖନ୍ତୁ…

ବାହାଘର ପାର୍ଟିରେ ସାଧାରଣତଃ କାରୁକାର୍ଯ୍ୟ ହୋଇଥିବା ଓଜନିଆ ଶାଢ଼ି ପିନ୍ଧିବାକୁ ଭଲ ଲାଗେ। ଶାଢ଼ି ସହିତ ମ୍ୟାଚିଙ୍ଗ୍‌ କରି ସବୁ କିଛି ପିନ୍ଧିବାକୁ ପଡ଼େ। ତେବେ ପାର୍ଟିରେ ଟିକେ ଭିନ୍ନ ଲୁକ୍‌ ଦେବା ପାଇଁ ଆପଣ ଗୋଲ୍ଡେନ୍‌ ପୋଟଳି
ବ୍ୟାଗ୍‌ ବ୍ୟବହାର କରିପାରିବେ। ଏହା ଆପଣଙ୍କୁ ବ୍ରାଇଡାଲ୍‌ ଲୁକ୍‌ ଦେବ। ବନାରସୀ କିମ୍ବା କାଞ୍ଜିବରମ୍‌ ଶାଢ଼ିରେ ଏହା ବେଶି ସୁନ୍ଦର ଲାଗିବ।
ପାର୍ଟି କିମ୍ବା ଫଙ୍କ୍‌ସନ୍‌ରେ ସାଧାରଣତଃ ଆମେ ଲେହେଙ୍ଗା କିମ୍ବା ଅନାରକଲି ପିନ୍ଧିଥାଉ। ତେଣୁ ଡ୍ରେସ୍‌କୁ ମ୍ୟାଚିଙ୍ଗ୍‌ କରି ସେହି ରଙ୍ଗର ପୋଟଳି ବ୍ୟାଗ୍‌ ଧରନ୍ତୁ। ହ୍ବାଇଟ୍‌ ପରଲ୍‌ ବ୍ୟାଗ୍‌କୁ ଆପଣ ଯେ କୌଣସି ରଙ୍ଗର ଡ୍ରେସ୍‌ରେ ପକାଇପାରିବେ।
ପାର୍ଟିରେ କେତେଜଣ ଓ୍ବାନ-ପିସ୍‌ ବି ପିନ୍ଧିଥାନ୍ତି। ସେମାନେ ଏହି ସମୟରେ ଗୋଲ୍‌ ଆକାରର ଭେଲ୍‌ଭେଟ୍‌ ପୋଟଳି ବ୍ୟାଗ୍‌ ବ୍ୟବହାର କରି ନିଜକୁ ଷ୍ଟାଇଲିସ୍‌ ଲୁକ୍‌ ଦେଇପାରିବେ।
ଯଦି ଆପଣ ଶାଢ଼ି ପିନ୍ଧୁଛନ୍ତି ତେବେ ଏମ୍ବ୍ରୋଡୋରି ଥିବା
ପୋଟଳି ବ୍ୟାଗ୍‌ ଧରନ୍ତୁ। ଫିକା
ଶାଢ଼ି ସହ ରଙ୍ଗିନ୍‌ ପୋଟଳି ବ୍ୟାଗ୍‌ ବାଛନ୍ତୁ।
ସାଲ୍‌ଓ୍ବାର୍‌ କିମ୍ବା ସିମ୍ପଲ୍‌ କୁର୍ତ୍ତା ପିନ୍ଧିଥିଲେ ସେଥିରେ ଏଥେନିକ୍‌ ଡିଜାଇନ୍‌ର ପୋଟଳି ବ୍ୟାଗ୍‌ ଧରିଲେ ଟିକିଏ ଭିନ୍ନ ଲୁକ୍‌ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?