କମିଲା ଆଳୁ ଦର! ହେଲା ଏତିକି, ଯୋଗାଣ ମନ୍ତ୍ରୀ କହିଲେ …

ଭୁବନେଶ୍ୱର,୨୭।୭: ଆଳୁ ଦର ସ୍ବାଭାବିକ ହେଉଥିବା ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଦର ବଢ଼ିଥିଲା, ଏବେ ଆସିବା ଆରମ୍ଭ ହୋଇଛି। ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା ପରେ ଆସିବା ଆରମ୍ଭ ହୋଇଛି। ବଜାର ଦର ଧିରେ ଧିରେ ସ୍ବାଭାବିକ ହେଉଛି, ଦର ୩୨/୩୪ ଟଙ୍କା ହେଲାଣି। ତେବେ ମନ୍ତ୍ରୀ ୩୨/୩୪ କହୁଥିଲେ ବି ରାଜ୍ୟର ବିଭିନ୍ନ ସ୍ଥାନରେ ଦର ଉଚ୍ଚା ରହିଛି। କଟକ, ଭୁବନେଶ୍ବରରେ ଆଜି ଆଳୁ କେଜି ୫୦ ଟଙ୍କା ଥିବା ସୂଚନା ରହିଛି।

ଶୁକ୍ରବାର ପଶ୍ଚିମବଙ୍ଗରୁ ଆସିଥିବା ଆଳୁ ଗାଡ଼ି ଫେରିଯାଇଥିଲା। ଯାହାକୁ ନେଇ ଦୁର୍ଭାଗ୍ୟଜନକ ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ। ମନ୍ତ୍ରୀ କହିଥିଲେ, ପଶ୍ଚିମବଙ୍ଗ ଆଳୁ ନ ଦେଲେ ଆମେ ଉତ୍ତର ପ୍ରଦେଶରୁ ଆଣିବୁ। ପଶ୍ଚିମବଙ୍ଗ ସରକାରଙ୍କ ଏଭଳି ନିଷ୍ପତ୍ତି ନେଇ ତାଙ୍କ ସହ ଆଲୋଚନା କରିବୁ। ପଶ୍ଚିମବଙ୍ଗ ଯଦି ଆଳୁ ନ ଦିଏ, ଖୁବ ଶୀଘ୍ର ୟୁପିରୁ ଆଳୁ ଆଣିବୁ। ଅନ୍ୟପଟେ ୩୨ ଟଙ୍କାରୁ ଅଧିକରେ ଆଳୁ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri