ଆଳୁ ଚିନ୍ତାରେ ଖାଉଟି

ଖଇରା,୬।୫(ଡି.ଏନ.ଏ.): ସମଗ୍ର ଓଡ଼ିଶାରେ ଲକ୍‌ଡାଉନ୍‌ ଲାଗୁ ହୋଇଥିବା ବେଳେ ଖଇରାରେ କିଛି ବ୍ୟବସାୟୀ ଏହାର ଫାଇଦା ଉଠାଉଥିବା ଅଭିଯୋଗ ହୋଇଛି। ବିଶେଷ ଜରି ଆଳୁ ଦର ବୃଦ୍ଧି ଖାଉଟିଙ୍କୁ ଚିନ୍ତାରେ ପକାଇଛି। କଳାବଜାରୀମାନେ ଗୋଟିଏ ରାତିରେ ବସ୍ତା ପିଛା ୩୦୦ ଟଙ୍କା ବୃଦ୍ଧି କରି ଖାଉଟିଙ୍କୁ ଶୋଷଣ କରିବା ଆରମ୍ଭ କରିଛନ୍ତି। ମଙ୍ଗଳବାର ହାଟରେ ୫୦ କିଲୋ ବସ୍ତା ଦର ୬ଶହ ଟଙ୍କା ଥିବା ବେଳେ ବୁଧବାର ସକାଳେ ବ୍ୟବସାୟୀ ଏହାକୁ ୯୦୦ ଟଙ୍କାରେ ବିକି ଥିଲେ। ଏଭଳି ସମୟରେ ପ୍ରଶାସନ ନିରବ ରହିବା ଯୋଗାଣ ବିଭାଗର ନିରବତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ସମ୍ପର୍କରେ ବ୍ଲକ ଯୋଗାଣ ବିଭାଗ ଅଧିକାରୀ ନିରଞ୍ଜନ ସାହୁ ୨ଦିନ ମଧ୍ୟରେ ବଜାରକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲା CJP: ଯେଉଁ ଟ୍ରକ୍‌ରେ ଅଭିଜିତ, ଅଭିନେତା ପ୍ରକାଶ ରାଜ ଥିଲେ…

ନୂଆଦିଲ୍ଲୀ,୨୧।୭: ସଂସଦ ମାର୍ଚ୍ଚ ସମୟରେ ହୋଇଥିବା ଧସ୍ତିଧାସ୍ତିର ଗୋଟିଏ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀ ପୋଲିସ ବିରୋଧରେ ଗୁରୁତର ଅଭିଯୋଗ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri