ଓଡିଶାରେ ବେଲଗାମ୍‌ ଆଳୁ: ଦିଦିଙ୍କୁ ମନାଇବେ ଜଗନ୍ନାଥ…

ଭୁବନେଶ୍ୱର,୯।୮: ଓଡିଶାରେ ବେଲଗାମ୍‌ ଆଳୁ। ରାଜ୍ୟରେ ଦେଖା ଦେଇଛି ଉତ୍କଟ ଆଳୁ ସଙ୍କଟ । ଯେତେ ଯାହା କଲେ ବି ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଳୁ ଅଟକାଇ ଦେବାରୁ ଓଡ଼ିଶାରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁର ଦର ବଜାରରେ ଏତେ ବଢି ଯାଇଛି ଯେ, ଦର ଶୁଣି ଲୋକଙ୍କୁ ଡର ମାଡୁଛି ।

ତେବେ ରାଜ୍ୟ ସରକାରଙ୍କ ସମସ୍ତ ଉଦ୍ୟମ ପରେ ରାଜ୍ୟରେ ଆଳୁ ସଙ୍କଟ ଦେଖାଯିବାରୁ ଏବେ ଜଗନ୍ନାଥ ଆଳୁ ସମସ୍ୟା ଦୂର କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅର୍ଥାତ୍‌ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର ଆଜି କୋଲକାତା ଯାଇଛନ୍ତି ।
ଓଡିଶାକୁ ଆଳୁ ପଠାଇବା ବାବଦରେ ସେ ଦିଦିଙ୍କ ସହ ଆଲୋଚାନ କରିବେ ବୋଲି କହିଛନ୍ତି । ଏନେଇ ସେ ମମତାଙ୍କୁ ମନାଇବେ । ସେ କଥା ହେବା ପରେ ରାଜ୍ୟରେ ଉପୁଜିଥିବା ଆଳୁ ସମସ୍ୟାର ସମାଧାନ ହେବ ବୋଲି ଆଶା ରଖିଛନ୍ତି ।

ଦିଦିଙ୍କ ସହ ଜଗନ୍ନାଥ ସ୍ବାଇଁ ମହାପାତ୍ର ଓରଫ ଜଗୁନୀଙ୍କର ସୁ-ସମ୍ପର୍କ ରହିଛି। ବିଭିନ୍ନ ସମୟରେ କୋଲକାତାରେ ଦିଦିଙ୍କ ଘରେ ପୂଜାର୍ଚ୍ଚନା କରିଥାନ୍ତି ଜଗୁନୀ । ବିଶେଷ କରି କାଳିପୂଜା ଓ ଦୁର୍ଗାପୂଜା ସମୟରେ ଜଗନ୍ନାଥ ସ୍ବାଇଁ ମହାପାତ୍ର ମମତା ବାନାର୍ଜୀଙ୍କ ଘରେ ପୂଜାର୍ଚ୍ଚନା କରିଥାନ୍ତି। ତେଣୁ ତାଙ୍କ କଥା ଦିଦି ରଖିବେ ବୋଲି ସେ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri