ଥାନା ଘେରିଲେ କୁକୁଡ଼ାଚାଷୀ

ଢେଙ୍କାନାଳ ଅଫିସ,୧୨।୯: ଢେଙ୍କାନାଳ ଜିଲାର ବିଭିନ୍ନ ବ୍ଲକର ଶତାଧିକ କୁକୁଡ଼ାଚାଷୀ ସୋମବାର ଟାଉନ ଥାନା ଘେରାଉ କରିଥିଲେ । ଚାଷୀମାନଙ୍କୁ କୁକୁଡ଼ା ଚିଆଁ ଓ ଖାଦ୍ୟ ପ୍ରଦାନ କରୁଥିବା ଏକ ସଂସ୍ଥା ଧମକଚମକ ଦେଉଥିବା ପ୍ରତିବାଦରେ ଏହି ଘେରାଉ ହୋଇଥିଲା। ଏ ସଂକ୍ରାନ୍ତରେ ଚାଷୀମାନଙ୍କ ପକ୍ଷରୁ ସମ୍ପୃକ୍ତ ସଂସ୍ଥା ବିରୋଧରେ ଥାନାରେ ଅଭିଯୋଗ ହୋଇଛି । ଖବର ପାଇ ସଦର ଏସ୍‌ଡିପିଓ ବିକାଶ ବେଭରା, ଅତିରିକ୍ତ ଥାନା ଅଧିକାରୀ କଳ୍ପନା ବେହେରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଚାଷୀଙ୍କୁ ବୁଝାଇଥିଲେ। ଏପରିକି ଅଭିଯୋଗକୁ ଭିତ୍ତିକରି ମାମଲା ରୁଜୁହୋଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ପରେ ଘେରାଉ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?