Posted inUncategorized

ଏମିତି କରୁଥିଲେ ପିଛା ଛାଡ଼ବନି ଦାରିଦ୍ର୍ୟ

ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଏପରି କିଛି ବିଷୟରେ ବର୍ଣ୍ଣନା କରିଛନ୍ତି, ଯାହାକୁ ଗ୍ରହଣ କରି ଜଣେ ଖୁସିରେ ରହିପାରିବ। ସେ ବ୍ୟକ୍ତିର ଏପରି କିଛି ଅଭ୍ୟାସ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି ଯାହା ତାଙ୍କୁ ଦରିଦ୍ର କରିଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ଚାଣକ୍ୟ କହିଛନ୍ତି, ଜଣେ ବ୍ୟକ୍ତି ଗରିବ ହେଲେ ମଧ୍ୟ ପରିଷ୍କାର ରହିବା ଆବଶ୍ୟକ । ତାଙ୍କ ଅନୁଯାୟୀ, ମଇଳା ପୋଷାକ ପିନ୍ଧୁଥିବା ବ୍ୟକ୍ତିଙ୍କ ଘରେ କେବେବି ଲକ୍ଷ୍ମୀ ବାସ କରନ୍ତି ନାହିଁ।

ପରିଷ୍କାର ଦାନ୍ତ ବିଷୟରେ ଚାଣକ୍ୟ କହିଛନ୍ତି। ସେ କହିଛନ୍ତି, ଯେଉଁ ବ୍ୟକ୍ତି ଦାନ୍ତକୁ ଅପରିଷ୍କାର ରଖନ୍ତି କିମ୍ବା ସଫା କରନ୍ତି ନାହିଁ, ସେମାନଙ୍କୁ ଦାରିଦ୍ର୍ୟ ପିଛାଛାଡେ ନାହିଁ। ଏହା ଏଥିସହ ଯିଏ ଦାନ୍ତକୁ ସଫା ରଖେ ସେ ସର୍ବଦା ଖୁସି ରୁହେ।

ଯିଏ ଅଧିକ ଖାଏ ସେ କେବେବି ଧନୀ ହୋଇପାରିବେ ନାହିଁ। ଚାଣକ୍ୟ କହିଛନ୍ତି, ଅଧିକ ଖାଉଥିବା ବ୍ୟକ୍ତିଙ୍କ ସ୍ବାସ୍ଥ୍ୟମଧ୍ୟ ଖରାପ ହୋଇଥାଏ।

ଜଣେ ସର୍ବଦା ମଧୁର କଥା କହିବା ଜରୁରୀ। ଲୋକେ କଟୁ କଥା କହୁଥିବା ବ୍ୟକ୍ତିଙ୍କୁ ପସନ୍ଦ କରନ୍ତି ନାହିଁ। ଏଥି ସହ ସେମାନଙ୍କର ଶତ୍ରୁମାନଙ୍କ ସଂଖ୍ୟା ବଢ଼ିଥାଏ।

ଭୁଲ ଉପାୟରେ ରୋଜଗାର କରିଥିବା ଟଙ୍କା ଅଧିକ ସମୟ ଧରି ରହେ ନାହିଁ । ଆହୁରି ମଧ୍ୟ ଚାଣକ୍ୟ କହିଛନ୍ତି, ଜଣେ ଲୋଭୀ ବ୍ୟକ୍ତି ଯେତେ ଟଙ୍କା ରୋଜଗାର କଲେ ମଧ୍ୟ ସେ ସନ୍ତୁଷ୍ଟ ଏବଂ ଖୁସି ରହିବାକୁ ଅସମର୍ଥ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ଓଡ଼ିଶାର ୪ ନଦୀରେ ପାଣି ନାହିଁ

ନୂଆଦିଲ୍ଲୀ,୮ା୪:ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ୪ଟି ନଦୀ ଏବେ ଶୁଖିଲା ପଡ଼ିଥିବା କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି)ଙ୍କ ତଥ୍ୟରୁ ଜଣାପଡ଼ିଛି। ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ତାପମାତ୍ରା ଅସହ୍ୟ...

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି।...

ଧର୍ମଶାଳାରେ ଡେବ୍ୟୁ କରିବେ ୮ ଖେଳାଳି 

ନୂଆଦିଲ୍ଲୀ,୫।୩: ଧର୍ମଶାଳାର ଏଚ୍‌ପିସିଏ ଷ୍ଟାଡିୟମରେ ମାର୍ଚ୍ଚ ୭ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଖେଲାଯିବ। ଏହି ମ୍ୟାଚ୍‌ରେ ବିଜେତା...

ପଓ୍ବନ୍‌ ସିଂଙ୍କ ପରେ ନିର୍ବାଚନରୁ ଓହରିଲେ ଉପେନ୍ଦ୍ର ସିଂ ରାଓ୍ବତ୍‌

ନୂଆଦିଲ୍ଲୀ,୪।୩ : ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri