Posted inରାଜ୍ୟ

ରାଜ୍ୟରେ କମିଛି ଦାରିଦ୍ର୍ୟହାର: ବିଧାନସଭାରେ ସୂଚନା ଦେଲେ ସରକାର

ଭୁବନେଶ୍ୱର,୮ା୨: ରାଜ୍ୟରେ ଦାରିଦ୍ର୍ୟହାର କମିଛି ବୋଲି ବିଧାନସଭାରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ସୂଚନା ଦେଇଛନ୍ତି। ୨୦୧୧-୧୨ ମସିହାରେ ରାଜ୍ୟର ଦାରିଦ୍ର୍ୟହାର ୩୨ ଦଶମିକ ୬ ପ୍ରତିଶତ ଥିବାବେଳେ ୨୦୧୫-୧୬ରୁ ୨୦୧୮-୧୯ ବର୍ଷ ମଧ୍ୟରେ ଦାରିଦ୍ର୍ୟ ହାର ୧୫ ଦଶମିକ ୬/୮ ପ୍ରତିଶତକୁ ହ୍ରାସ ପାଇଛି ବୋଲି ମନ୍ତ୍ରୀ ଢୋଲକିଆ କହିଛନ୍ତି।

ଗୃହକୁ ସୂଚନା ଦେଇ ଢୋଲକିଆ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ଦାରିଦ୍ର୍ୟ ହାର କମାଇବା ପାଇଁ ୧୩ଟି ଯୋଜନା କାର୍ଯ୍ୟ କରୁଛି। ସେଗୁଡ଼ିକ ହେଲା- ବିଜୁ ପକ୍କାଘର, ମୁକ୍ତା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ, ଜାଗା ମିଶନ, କାଳିଆ, ମଧୁବାବୁ ପେନସନ୍‌‌, ମିଶନ ଶକ୍ତି, ବରିଷ୍ଠ ବୁଣାକାର ସହାୟତା ସହିତ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଏବଂ ଖାଦ୍ୟ ସୁରକ୍ଷା ଯୋଜନା ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri