Posted inଜାତୀୟ

୧୩ ରାଜ୍ୟରେ ଦେଖାଦେଇପାରେ ଘୋର ବିଜୁଳି ସଙ୍କଟ

ନୂଆଦିଲ୍ଳୀ,୧୯ ।୮: ବହୁ ପରିମାଣରେ ଦେୟ ନ ଦେବା ୧୩ଟି ରାଜ୍ୟରେ ବିଜୁଳି ସଙ୍କଟ ଦେଖାଯାଇପାରେ ବୋଲି ଅନୁମାନ କରାଯାଇଛି । ରାଷ୍ଟ୍ରାୟତ୍ତ ପାୱର ସିଷ୍ଟମ ଅପରେଶନ କର୍ପୋରେଶନ ଲିମିଟେଡ(ପୋସୋକୋ) ୩ଟି ପାୱାର ଏକ୍ସଚେଞ୍ଜ, ଇଣ୍ଡିଆନ ଏନର୍ଜି ଏକ୍ସଚେଞ୍ଜ, ପାୱାର ଏକ୍ସଚେଞ୍ଜ ଅଫ ଇଣ୍ଡିଆ ଏବଂ ହିନ୍ଦୁସ୍ତାନ ପାୱାର ଏକ୍ସଚେଞ୍ଜକୁ ୧୩ଟି ରାଜ୍ୟରେ ୨୭ଟି ବିଦୁ୍ୟତ ବିତରଣ କମ୍ପାନୀର ବିଦୁ୍ୟତ୍ କାରବାର ଉପରେ ପ୍ରତିବନ୍ଧକ ଲଗାଇବାକୁ କହିଛି ।
ଏସବୁ ବିତରଣ କମ୍ପାନୀ ଉପରେ ବିଦୁ୍ୟତ ଉତ୍ପାଦକ କମ୍ପାନୀର ବହୁ ପରିମାଣରେ ବକେୟା ରହିଛି । ଏହି ତାଲିକାରେ ଆସୁଥିବା ରାଜ୍ୟ ଗୁଡିକ ହେଉଛି ମହାରାଷ୍ଟ୍ର୍ର ମଧ୍ୟପ୍ରଦେଶ, ରାଜସ୍ଥାନ, କର୍ନାଟକ, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ତାମିଲନାଡୁ, ବିହାର, ଛତିଶଗଡ ଓ ଝାଡଖଣ୍ଡ । ତେଣୁ ସବୁ ରାଜ୍ୟରେଆଗାମୀ ଦୀନରେ ବିଜୁଳି ସଙ୍କଟ ଉପୁଜିପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଯବାନଙ୍କ ଉପରେ ଚଳାଇଲା ଗୁଳି

ଶ୍ରୀନଗର,୬।୯: ପାକିସ୍ତାନ ନିଜ ମନ୍ଦ ଆଚରଣରୁ ବାଦ୍‌ ପଡ଼ୁନି। ଲଗାତର ଭାରତ ବିରୋଧରେ ଷଡ଼ଯନ୍ତ୍ର ରଚୁଥିବା ବେଳେ ଅସ୍ତ୍ରବିରତି ଉଲ୍ଲଂଘନ ମଧ୍ୟ ଜାରି ରହିଛି। ଇତିମଧ୍ୟରେ...

ଗୁରୁଦିବସରେ ୪୭ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

ନୂଆଦିଲ୍ଲୀ,୫।୯: ବିଦ୍ୟାଳୟ ଶିକ୍ଷାକ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ୪୬ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଗୁରୁଦିବସ ଅବସରରେ ଜାତୀୟ ପୁରସ୍କାରରେ ସମ୍ମାନିତ...

କରୋନା ସଂକ୍ରମଣରେ ଭାଜପା ନେତାଙ୍କ ପରଲୋକ

ଡେରାଡୁନ,୧୨ ।୧୧: ଉତ୍ତରାଖଣ୍ଡର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ସୁରେନ୍ଦ୍ର ସିଂ ଜିନାଙ୍କର ପରଲୋକ ହୋଇଛି । କରୋନା ସଂକ୍ରମିତ ହେବା ପରେ ସେ ଦିଲ୍ଲୀର...

ଆପଣାନ୍ତୁ ଏହି ସହଜ ଉପାୟ ଘରୁ ପଳାଇବେ ପିମ୍ପୁଡ଼ି,ଜନ୍ଦା…

ଘରେ ପିମ୍ପୁଡ଼ି,ଜନ୍ଦା ହେଲେ ଭାରି ଅସୁବିଧା ହୋଇଥାଏ। ତେବେ କେତେକ ସହଜ ଉପାୟ ଦ୍ୱାରା ଏହି ସମସ୍ୟା ଦୂର ହୋଇଥାଏ। ଲେମ୍ବୁ ଚୋପାକୁ ପିମ୍ପୁଡ଼ି କିମ୍ବା...

ମୁସଲମାନ ବିବାହରେ ନିମନ୍ତ୍ରଣ ଦେଉଛନ୍ତି ଭଗବାନ ଗଣେଶ

ମିରଟ,୨୮।୨: ଉତ୍ତର ପ୍ରଦେଶ ମିରଟରେ ଏକ ମୁସଲମାନ ପରିବାରର ବିବାହ ପାଇଁ ନିମନ୍ତ୍ରଣ ପତ୍ର ଛପା ଯାଇଛି। ଯେଉଁଥିରେ ହିନ୍ଦୁ ଦେବତା ଗଣେଶଙ୍କ ଫଟୋ ଦେଖିବାକୁ...

ଅଯୋଧ୍ୟା ବିବାଦର ତ୍ୱରିତ ଶୁଣାଣି ପାଇଁ ସୁପ୍ରିମକୋର୍ଟରେ ପିଟିଶନ: ମଧ୍ୟସ୍ଥ ନିଯୁକ୍ତି ସତ୍ତ୍ୱେ ଅଗ୍ରଗତି ନାହିଁ

ନୂଆଦିଲ୍ଲୀ,୧୦ା୭ (ପି.ଟି.): ଅଯୋଧ୍ୟା ଜମି ବିବାଦର ସମାଧାନ ଲାଗି ସୁପ୍ରିମକୋର୍ଟ ପକ୍ଷରୁ ମଧ୍ୟସ୍ଥ ନିଯୁକ୍ତ କରାଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଏହାର ଫଇସଲା ହୋଇପାରି ନାହିଁ। ଏନେଇ...

କ୍ୟାବିନେଟ ବୈଠକ ବାତିଲ

ନୂଆଦିଲ୍ଲୀ,୬।୭: କେନ୍ଦ୍ର କ୍ୟାବିନେଟ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ତାଙ୍କ ବାସଭବନରେ ଏକ ବୈଠକ ହେବାର ଥିଲା। ହେଲେ...

ସ୍ବାସ୍ଥ୍ୟ ବିଭାଗ ସମ୍ଭାଳିବେ ସିସୋଡିଆ

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଅନୁପସ୍ଥିତରେ ଏବେ ତାଙ୍କ ବିଭାଗର ଦାୟିତ୍ୱ ସମ୍ଭାଳିବେ ଉପମୁଖ୍ୟନ୍ତ୍ରୀ ମନିଷ ସିସୋଡିଆ। ତେବେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ କରୋନା ଟେଷ୍ଟ ରିପୋର୍ଟ...

Advertisement
Archives

Model This Week