ପ୍ରଧାନମନ୍ତ୍ରୀ ହେଲେ ସପ୍ତାହକରେ ଶକ୍ତି ସଙ୍କଟର ସମାଧାନ

ଡାଉନିଂ ଷ୍ଟ୍ରିଟ୍‌ ଦୌଡ଼ରେ ଆଗୁଆ ଥିବା ୪୭ ବର୍ଷୀୟା ଲିଜ୍‌ ଟ୍ରସ୍‌ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେବାର ସପ୍ତାହକ ମଧ୍ୟରେ ଶକ୍ତିସଙ୍କଟର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ୧୯୭୫ରେ ଅକ୍ସଫୋର୍ଡରେ ଜନ୍ମିତ ମେରି ଏଲିଜାବେଥ୍‌ ଟ୍ରସ୍‌ଙ୍କ ପ୍ରତିଦ୍ୱନ୍ଦ୍ୱିତା ଭାରତୀୟ ବଂଶୋଦ୍ଭବ ତଥା ପୂର୍ବତନ ଅର୍ଥମନ୍ତ୍ରୀ ରୁଷି ସୁନକଙ୍କ ସହ ହେଉଛି। ଶୁକ୍ରବାର ବ୍ରିଟେନ ପ୍ରଧାନମନ୍ତ୍ରୀ ପଦ ପାଇଁ ଚୂଡ଼ାନ୍ତ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବାବେଳେ ମଙ୍ଗଳବାର ଫଳାଫଳ ନେଇ ଆନୁଷ୍ଠାନିକ ଘୋଷଣା କରାଯିବ। ଏହା ପୂର୍ବରୁ ଉଭୟ ପ୍ରତିଦ୍ୱନ୍ଦ୍ୱୀ ଦେଶରେ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟର ସମାଧାନ ଉପରେ ଗୁରୁତ୍ୱ ଦେଇଛନ୍ତି। ଏକ ସାକ୍ଷାତ୍‌କାରରେ ବହିର୍ବ୍ୟାପାର ମନ୍ତ୍ରୀ ଟ୍ରସ୍‌ କହିଛନ୍ତି, ବ୍ରିଟେନ୍‌ ଅର୍ଥନୀତି ଓ ଲୋକଙ୍କ ପାଇଁ ଏନର୍ଜୀ ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ବିଜୟୀ ଘୋଷଣା ହେବାର ସପ୍ତାହେ ଭିତରେ ଏହାର ସମାଧାନ ଲାଗି ତାଙ୍କ ପାଖରେ ବ୍ଲ୍ୟୁ ପ୍ରିଣ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri