ସୂଚନା ନ ଦେଇ ୨୪ ଗାଁରେ ବିଦ୍ୟୁତ୍‌ କାଟ୍‌, ଲୋକେ ଅସନ୍ତୋଷ

ଦିଗପହଣ୍ଡି,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ୍‌ରେ ବିଦ୍ୟୁତ୍‌ ବିଭ୍ରାଟ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ଳକ୍‌ର ବିଭିନ୍ନ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ହେଉଛି। ଗୁରୁବାର ଦିଗପହଣ୍ଡି ବ୍ଳକ୍‌ର ଭୀଷ୍ମଗିରି ଫିଡର୍‌ ଅଧୀନରେ ଥିବା ଭୀଷ୍ମଗିରି, ଏସ୍‌.ଟିକରପଡା ଓ ଗଜପତି ଜିଲା ଢେପାଗୁଡା ପଞ୍ଚାୟତର ୨୪ଟି ଗାଁକୁ ବିଦ୍ୟୁତ୍‌ ସେବା ବିଛିନ୍ନ କରାଯାଇଥିଲା। ପୂର୍ବରୁ କୌଣସି ସୂଚନା ଦିଆ ନ ଯାଇ ଦିନତମାମ୍‌ ବିଦ୍ୟୁତ୍‌ ବିଛିନ୍ନ କରିଥିବା ଯୋଗୁ ଲୋକେ ସମସ୍ୟାର ସମ୍ମୁଖୀନ ହେବା ସହ ଅସନ୍ତୋଷ ଦେଖାଦେଇଛି। ଏ ସମ୍ପର୍କରେ ସମ୍ପୃକ୍ତ ଏସ୍‌ଡିଓ, କନିଷ୍ଠ ଯନ୍ତ୍ରୀ ଓ ଲାଇନ୍‌ ମ୍ୟାନ୍‌କୁ ପଚାରିବାକୁ ଉଦ୍ୟମ କରିଥିଲେ ମଧ୍ୟ କେହି ଫୋନ୍‌ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?