Posted inଜାତୀୟ

ଆଇଏନ୍‌ଏସ୍‌ ବିକ୍ରାନ୍ତର ଶକ୍ତି ବୃଦ୍ଧି ହେବ, ସାମିଲ ହେବ ଏଫ୍‌-୧୮ ଯୁଦ୍ଧ ବିମାନ…

ନୂଆଦିଲ୍ଲୀ, ୬।୪ : ଆମେରିକାର ବିମାନ କମ୍ପାନୀ ବୋଇଙ୍ଗ ଏହାର ଅତ୍ୟାଧୁନିକ ଏଫ୍‌-୧୮ ସୁପର ହର୍ନେଟ ଯୁଦ୍ଧ ବିମାନ ଆସନ୍ତା ମାସରେ ଭାରତକୁ ପଠାଇବ। ଭାରତୀୟ ନୌସେନା ଗୋଆ ଆଇଏନଏସ ହଂସାର କୋଷ୍ଟାଲ ଟେଷ୍ଟ ସେଣ୍ଟରରେ ସେମାନଙ୍କୁ ପରୀକ୍ଷଣ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୫ ଅଗଷ୍ଟରେ ଆଇଏନଏସ ବିକ୍ରାନ୍ତକୁ ସେନାରେ ସାମିଲ କରିବାକୁ ଯାଉଛନ୍ତି। ଯୁଦ୍ଧ ଜାହାଜରେ ନିୟୋଜନ ପାଇଁ ନୌସେନା ୨୬ ଟି ଯୁଦ୍ଧ ବିମାନ କିଣିବାକୁ ପ୍ରସ୍ତୁତ ହେଉଛି।

ଦିଲ୍ଲୀ ଏବଂ ୱାଶିଂଟନରୁ ମିଳିଥିବା ସୂଚନା ଆଧାରରେ ହିନ୍ଦୁସ୍ତାନ ଟାଇମ୍ସ କହିଛି ଯେ ଆଇଏନଏସ୍‌ ବିକ୍ରମଦିତ୍ୟରେ ମେ ୨୧ ରେ ଏଫ୍‌-୧୮ ବିମାନ ପରୀକ୍ଷା କରାଯାଇପାରିବ। ବିକ୍ରମଦିତ୍ୟର ଡେକ ଲମ୍ବ ୯୨୮ ମିଟର ଏବଂ ଏହା ଭାରତର ଏକମାତ୍ର ବିମାନ ପରିବହନକାରୀ ଯୁଦ୍ଧ ପୋତ। ଆମେରିକାରୁ ବିମାନରେ ରିଫିଲିଂ ଟ୍ୟାଙ୍କର୍‌ ଆସିବା ପରେ ଗୋଆରେ ଏଫ୍‌-୧୮ ପରୀକ୍ଷା କରାଯିବ।

ଏଥିରେ ମିଗ-୨୯ କେ ଯୁଦ୍ଧ ବିମାନ ମଧ୍ୟ ନିୟୋଜିତ କରାଯାଇଛି। ହିନ୍ଦୁସ୍ତାନ ଟାଇମ୍ସ ଅନୁଯାୟୀ, ନୌସେନା ବର୍ତ୍ତମାନ ୨୬ ଟି ଯୁଦ୍ଧ ବିମାନ କିଣିବାକୁ ଚାହୁଁଛି କାରଣ ଯୁଦ୍ଧ ଜାହାଜର ଡେକରୁ ଦୁଇ ଇଞ୍ଜିନ ବିଶିଷ୍ଟ ଦେଶୀ ଯୁଦ୍ଧ ବିମାନ ପାଇଁ ସମୟ ଲାଗିବ। ୨୦୩୦ ସୁଦ୍ଧା ଏହା ବିକଶିତ ହେବାର ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?