ବରଗଡ଼ର ଏସବୁ ଅଞ୍ଚଳରେ ସକାଳ ୮ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ୍; ଜାଣନ୍ତୁ କେବେ…

ବରଗଡ଼,୨୦।୧୧(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ୍) ପକ୍ଷରୁ ୧୩୨/୩୩ କେ.ଭି. ଥୁଆପାଲି ଗ୍ରୀଡ୍ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବରଗଡ଼ ଜିଲା ଅନ୍ତର୍ଗତ ଥୁଆପାଲି, ସଂକ୍ରିଡା, ରେମୁଣ୍ଡା, ଜାମଟିକ୍ରା, ଭେଡେନ, ଚିଚିଣ୍ଡା, ବରପଦର, ଝରାପାଲି, କଦଳୀପାଲି, ଖୁଣ୍ଟୁଲିପାଲି, ମହୁଲିପାଲି, ପଫଙ୍ଗା, ଦେଶଭଟଲି, ଅଇଁଲାପାଲି, ଅରେଇଗୁଡ଼ି, ଅର୍ଜୁଣ୍ଡା, ତାଲମେଣ୍ଡା ଆଦି ଅଞ୍ଚଳ ଓ ଏହାର ଆଖାପାଖ ଅଞ୍ଚଳରେ ଆସନ୍ତା ୨୨ତାରିଖ (ଶନିବାର) ଦିନ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ବିଦ୍ୟୁତ୍ ଯୋଗାଣ ବନ୍ଦ ରହିବ । ଏହି ରକ୍ଷଣାବେକ୍ଷଣ କାର୍ଯ୍ୟ ସ୍ଥିର, ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ୍ ସେବା ପାଇଁ ଅତ୍ୟନ୍ତ ଜରୁରୀ ଅଟେ । ତେଣୁ ସାମୟିକ ସମୟ ପାଇଁ ବିଦ୍ୟୁତ୍ ସେବା ବ୍ୟାହତ ହେବା ଲାଗି ଟିପିଡବ୍ଲୁଓଡିଏଲ୍ କର୍ତ୍ତୃପକ୍ଷ ଦୁଃଖପ୍ରକାଶ କରିବା ସହ ଉକ୍ତ ଅଞ୍ଚଳର ସମସ୍ତ ବିଦ୍ୟୁତ୍ ଉପଭୋକ୍ତା ତଥା ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri